Get Updates
Get notified of breaking news, exclusive insights, and must-see stories!

ସୁଦାନରେ ବିମାନ ଦୁର୍ଘଟଣା:୯ ମୃତ

ସୁଦାନ:ସୁଦାନରେ ଏକ ବିମାନ ଦୁର୍ଘଟଣା ଗ୍ରସ୍ତ ହୋଇଛି । ଏହି ଦୁର୍ଘଟଣାରେ ୯ ଜଣଙ୍କ ମୃତ୍ୟୁ ଘଟିଛି । ଯାନ୍ତ୍ରିତ ତ୍ରୁଟି ଯୋଗୁଁ ବେସାମରିକ ବିନାଟି ଦୁର୍ଘଟଣା ଗ୍ରସ୍ତ ହୋଇଥିବା ନେଇ ସୂଚନା ରହିଛି । ସୁଦାନ ବିମାନ ବନ୍ଦରରୁ ଉଡ଼ାଣ ଆରମ୍ଭ କରିବା ପରେ ଦୁର୍ଘଟଣା ଘଟିଥିଲା ।

sudan

ସୂଚନା ଅନୁସାରେ, ସୁଦାନ ବିମାନ ବନ୍ଦରରୁ ଉଡ଼ାଣ ଆରମ୍ଭ କରିବା ପରେ ବିମାନଟି ଦୁର୍ଘଟଣା ଗ୍ରସ୍ତ ହୋଇଥିଲା । ଏହି ଦୁର୍ଘଟଣାରେ ୪ ସେନା କର୍ମଚାରୀଙ୍କ ସମେତ ୯ ଜଣଙ୍କ ମୃତ୍ୟୁ ହୋଇଥିବା ନେଇ ସୂଚନା ରହିଛି । ଦୁର୍ଘଟଣାରେ ଜଣେ ଶିଶୁ ଜୀବିତ ଉଦ୍ଧାର ହୋଇଥିବା ନେଇ ସୂଚନା ରହିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+