ଆମେରିକା ଉପରାଷ୍ଟ୍ରପତି ଜେଡି ଭାନ୍ସଙ୍କ ଘର ଉପରେ ଆକ୍ରମଣ

ଆମେରିକା ଉପରାଷ୍ଟ୍ରପତି ଜେଡି ଭାନ୍ସଙ୍କ ଘର ଉପରେ ଆକ୍ରମଣ । ଘଟଣାରେ ସୁରକ୍ଷାକର୍ମୀ ଜଣେ ସନ୍ଦିଗ୍ଧକୁ ଗିରଫ କରିଛନ୍ତି । ଆକ୍ରମଣ ଫଳରେ ଉପରାଷ୍ଟ୍ରପତିଙ୍କ ଘରର ଝରକା ସବୁ ଭାଙ୍ଗିଯାଇଥିବା ଭିଡିଓରେ ନଜର ଆସିଛି । ଆକ୍ରମଣ ପରେ ୟୁଏସ୍ ସିକ୍ରେଟ ସର୍ଭିସ ଏଜେଣ୍ଟ ଇଷ୍ଟ ୱାଲନଟ ହିଲ୍ସ ସ୍ଥିତ ତାଙ୍କ ବାସଭବନରେ ପହଞ୍ଚି ଜଣେ ସନ୍ଦିଗ୍ଧକୁ ଗିରଫ କରିଛନ୍ତି । ତେବେ ଏନେଇ କୌଣସି ଅଫିସିଆଲ ସୂଚନା ମିଳିନାହିଁ ।

US Vice President J D Vance

ଖବର ମୁତାବକ, ପ୍ରାରମ୍ଭିକ ଯାଞ୍ଚରୁ ଜଣାପଡିଛି କି, ସନ୍ଦିଗ୍ଧ ଜଣକ ଉପରାଷ୍ଟ୍ରପତିଙ୍କ ବାସଭବନରେ ପ୍ରବେଶ କରିନାହିଁ । ଆକ୍ରମଣ ସମୟରେ ଜେଡି ଭାନ୍ସ ଏବଂ ତାଙ୍କ ପରିବାର ଲୋକ ଘରେ କେହି ନଥିଲେ । ସ୍ଥାନୀୟ ଅଧିକାରୀଙ୍କ ଅନୁସାରେ, ଜେଡି ଭାନ୍ସଙ୍କ ଆବାସ ଆଖପାଖ ରାସ୍ତା ଗତକାଲିରୁ ବନ୍ଦ ରହିଛି । ପୋଲିସ ମଧ୍ୟ ନିୟୋଜିତ ରହିଥିଲା ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+