ମଝୀ ନଦୀରେ ବୁଡିଗଲା ଡଙ୍ଗା,୬୦ ମୃତ
ନାଇଜେରିଆରେ ଡଙ୍ଗାବୁଡ଼ି ୬୦ ମୃତ । ନାଇଜେରିଆର ନାଇଜର ନଦୀରେ ବଡ଼ ଦୁର୍ଘଟଣା ଘଟିଛି । ଡଙ୍ଗା ବୁଡ଼ିବାରୁ ପାଖାପାଖି ୬୦ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଏବେବି ଅନେକ ନିଖୋଜ ଅଛନ୍ତି । ଡଙ୍ଗାରେ ୧୦୦ରୁ ଅଧିକ ଜଣ ଯାତ୍ରୀ ଯାତ୍ରା କରୁଥିଲେ । ସେମାନଙ୍କ ମଧ୍ୟରେ ମହିଳା ଓ ଶିଶୁ ମଧ୍ୟ ଥିଲେ ।

ଘଟଣାସ୍ଥଳରେ ଜରୁରୀକାଳୀନ ବିଭାଗ ଅଧିକାରୀଙ୍କ ପକ୍ଷରୁ ଉଦ୍ଧାର କର୍ଯ୍ୟ ଜାରି ରହିଛି । ଏବେ ସୁଦ୍ଧା ୬୦ ଜଣଙ୍କ ମୃତଦେହ ଉଦ୍ଧାର ହୋଇସାରିଛି । ମୃତ୍ୟୁ ସଂଖ୍ୟା ଆହୁରି ବଢ଼ିବା ନେଇ ଆଶଙ୍କା । ନଦୀରେ ଜଳସ୍ତର ଅଧିକ ଥିବାରୁ ଉଦ୍ଧାର କାର୍ଯ୍ୟ ବାଧାପ୍ରାପ୍ତ ହେଉଥିବା ସୂଚନା । ଡଙ୍ଗାଟି ନାଇଜେରିଆ ମାଲାଲେ ଜିଲ୍ଲାର ଟୁଙ୍ଗାନ ସୁଲେରୁ ଡୁଗା ଅଭିମୁଖ ଯାତ୍ରା କରୁଥିଲା । ଡଙ୍ଗାବୁଡ଼ି ପ୍ରକୃତ କାରଣ ଏଯାଏଁ ସ୍ପଷ୍ଟ ହୋଇପାରି ନାହିଁ ।
More From
-
ଅଲୀ ଲାରିଜାନୀ ନିହତ, ଆମେରିକା-ଇସ୍ରାଏଲର ବଡ ଦାବି -
ରିଲ୍ସ ନିଶା, ବୃଦ୍ଧ ବାପାଙ୍କୁ ବସ୍ତାରେ ବାନ୍ଧି କୋରିଅର୍ରେ ପାର୍ସଲ କଲା ଝିଅ -
ଯଦି ଶାସନ ପରିବର୍ତ୍ତନ ଲକ୍ଷ୍ୟ ନୁହେଁ, ତେବେ ଉତ୍ତର କୋରିଆରେ କାହିଁକି ହୁଏ ନିର୍ବାଚନ ? ଜାଣନ୍ତୁ... -
ବିଧାନସଭାରେ ଆମ ସଂଖ୍ୟା ୯୩;ସନ୍ତୋଷ ଖଟୁଆ -
ଆଜିଠୁ ମାଟ୍ରିକ୍ ଖାତାଦେଖା, ମେରେ ରେଜଲ୍ଟ -
୧୮ ଦିନରେ ଇରାନ ଇସ୍ରାଏଲ ଓ ଆମେରିକା ଯୁଦ୍ଧ, ବନ୍ଦ ହେବାରେ ଆଶା କ୍ଷଣ -
ରେଢ଼ାଖୋଲରେରେ ଦୁର୍ଦ୍ଦାନ୍ତ ଅପରାଧୀକୁ ଏନକାଉଣ୍ଟର, ମେଡିକାଲରେ ଭର୍ତ୍ତି -
ଡମଣା ଓ ଭିଏସ୍ଏସ୍ ନଗର ହାଟ ହେବ ପ୍ଲାଷ୍ଟିକ ଫ୍ରି ମାର୍କେଟ, ଆରମ୍ଭ ହେଲେ ପ୍ରକ୍ରିୟା -
ପୁଣି SCB ମେଡିକାଲରେ ଅଘଟଣ -
ସଂସଦୀୟ କମିଟି କଲା ସୁପାରିଶ , ଇପିଏଫଓ ପେନସନ ପରିମାଣ ତିନି ଗୁଣ ବୃଦ୍ଧି କରିବାକୁ ଯାଉଛନ୍ତି ସରକାର -
ବିଧାନସଭାରେ ଅଚଳାବସ୍ଥା ଜାରି; ଅପରାହ୍ନ ୪ଟା ଯାଏଁ ଗୃହ ମୁଲତବି -
ଆମେରିକାକୁ ସାହାର୍ଯ୍ୟ କରିବ ଫ୍ରାନ୍ସ, ଯୋଜନା କହିଲେ ମାକ୍ରନ












Click it and Unblock the Notifications