ଚୀନରେ ଭୟଙ୍କର ଭୂସ୍ଖଳନ : ୨ ମୃତ୍ୟୁ
China Landslide: ଚୀନ୍ର ୟୂନାନ ପ୍ରଦେଶର ଜାଟୋଙ୍ଗ ସହରରେ ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି । ସୋମବାର ସକାଳେ ଭୂସ୍ଖଳନରେ ଅତି କମରେ ୮ ଜଣଙ୍କର ମୃତ୍ୟୁ ଘଟିଛି । ଏହା ବ୍ୟତୀତ ଅନେକ ଲୋକ ବର୍ତ୍ତମାନ ନିଖୋଜ ଥିବା ନେଇ ସୂଚନା ରହିଛି । ସ୍ଥାନୀୟ ସମୟ ସକାଳ 05:51 ରେ ଏହି ଭୂସ୍ଖଳନ ଘଟିଛି।
ବିବିସି ରିପୋର୍ଟ ଅନୁଯାୟୀ, ମାଟିତଳୁ ୫୦୦ ଲୋକଙ୍କୁ ଉଦ୍ଧାର କରାଯାଇଥିବା ବେଳେ ଆହୁରି ୪୭ ରୁ ଅଧିକ ଲୋକ ମାଟିତଳେ ପୋତି ହୋଇ ରହିଛନ୍ତି । ବର୍ତ୍ତମାନ ମଧ୍ୟ ଉଦ୍ଧାର କାର୍ଯ୍ୟ ଜାରି ରହିଛି । ଭୂସ୍ଖଳନ ଯୋଗୁଁ ୧୩ଟି ଘର ମାଟି ତଳେ ପୋତି ହୋଇ ରହିଛି । ଚୀନ ମିଡିଆର ସୂଚନା ଅନୁସାରେ, ପାଖାପାଖି ୨୦୦ ଯବାନ ଉଦ୍ଧାର କାର୍ଯ୍ୟରେ ଲାଗି ରହିଛନ୍ତି । ହେଲେ ଯେଉଁ ସ୍ଥାନରେ ଭୂସ୍ଖଳନ ହୋଇଛି ସେଠାରେ ତାପମାତ୍ରା ୪ ଡିଗ୍ରୀ ସେଲସିୟସ ରହିଥିବାରୁ ଉଦ୍ଧାର କାର୍ଯ୍ୟରେ ବିଳମ୍ବ ହୋଇଛି ବୋଲି ସୂଚନା ରହିଛି ।

ଚୀନର ସିଓନ ଅଞ୍ଚଳରେ ପ୍ରବଳ ବର୍ଷା ଯୋଗୁଁ ଏପରି ଭୂସ୍ଖଳନ ହୋଇଛି । ଏହା ପୂର୍ବରୁ ୨୦୨୩ରେ ମଧ୍ୟ ଭୂସ୍ଖଲ ହୋଇଥିଲା ଯେଉଁଥିରେ ପ୍ରାୟ ୨୧ଜଣଙ୍କ ମୃତ୍ୟୁ ଘଟିଥିବା ନେଇ ସୂଚନା ରହିଥିଲା ।
-
ପ୍ରକାଶ ପାଇଲା ଟି-୨୦ ରାଙ୍କିଙ୍ଗ୍ : ବିଶ୍ୱର ନମ୍ବର ୧ ବ୍ୟାଟ୍ସମ୍ୟା କିଏ ଜାଣନ୍ତୁ… -
୨୦୨୬ ଟି-୨୦ ବିଶ୍ୱକପ ପାଇଁ ଶ୍ରେଷ୍ଠ ଏକାଦଶ ଘୋଷଣା କଲା ICC, ୪ ଭାରତୀୟ ଖେଳାଳଙ୍କୁ ମିଳିଲା ସ୍ଥାନ -
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
କେନ୍ଦ୍ର ସରକାରଙ୍କୁ କଡ଼ା ନିର୍ଦ୍ଦେଶ, କୋଭିଡ ୧୯ ଭ୍ୟାକସିନ ଯୋଗୁଁ ଯେଉଁ ଜୀବନ ଯାଇଛି, ସେମାନଙ୍କୁ କ୍ଷତିପୂରଣ ମିଳୁ -
ଯୁଦ୍ଧ ଭିତରେ ଇରାନ ସହ କଥା ହେଲା ଭାରତ, ଜାଣନ୍ତୁ କଣ ହେଲା ଆଲୋଚନା -
ଇରାନ ଉପରେ ଆକ୍ରମଣ ନେଇ ଟ୍ରମ୍ପଙ୍କ ବଡ ବୟାନ, ଇସ୍ରାଏଲ ସହ ମିଶି ୪୬ ଜାହାଜ.... -
ହରିଶ ରାଣାଙ୍କୁ ମିଳିଲା ଇଚ୍ଛାମୃତ୍ୟୁ -
T-20 ବିଶ୍ବକପ୍ ଚାମ୍ପିଅନ୍ ଟିମ୍କୁ ୧୩୧ କୋଟିର ପୁରସ୍କାର ରାଶି ଘୋଷଣା କଲା BCCI -
ସଚିନ ତେନ୍ଦୁଲକରଙ୍କୁ ପଛରେ ପକାଇଇଲେ ନୂଆ ରେକର୍ଡ କଲେ ଜସପ୍ରିତ ବୁମରାହ -
ଆମେରିକା, ଇସ୍ରାଏଲ-ଇରାନ ଯୁଦ୍ଧ ସମୟରେ ଭାରତ ଯେଉଁ ଅତ୍ୟାବଶ୍ୟକୀୟ ସାମଗ୍ରୀ ଆଇନ ଲାଗୁ କରିଛି ଜାଣନ୍ତୁ ତାହା କ’ଣ? -
ଇରାନ ପାଇଁ ଆମେରିକା ଋଷ ମୁହାଁମୁହିଁ , ଋଷକୁ ବଡ ଚେତାବନୀ ଦେଲେ ଆମେରିକା -
ଅନ୍ତର୍ଜାତୀୟ ମହିଳା ଦିବସରେ ଆର୍ଟସ୍ ଅଫ୍ ଉଇଭିଂର ପ୍ରଥମ ସ୍ଥାପନା ଦିବସ ପାଳିତ












Click it and Unblock the Notifications