ରେଷ୍ଟୁରାଣ୍ଟରେ ଲାଗିଲା ଭୟଙ୍କର ନିଆଁ, ୨୨ ଗୁରୁତର

ଚୀନର ଲିୟାଓନିଂରେ ଏକ ରେଷ୍ଟୁରାଣ୍ଟରେ ନିଆଁ ଲାଗିବା ଯୋଗୁଁ ୨୨ ଜଣଙ୍କ ଜୀବନ ଚାଲିଯାଇଛି । ନିଆଁ ଲାଗିବା ଯୋଗୁଁ ଅତିକମରେ ୩ ଜଣ ଆହତ ହୋଇଛନ୍ତି । ନିଆଁ ଲାଗିବାର କାରଣ ଏପର୍ଯ୍ୟନ୍ତ ଜଣାପଡିନାହିଁ । ନିଆଁ ଲାଗିବା ଯୋଗୁଁ ସ୍ଥାନୀୟ ଅଞ୍ଚଳରେ ଭୟର ବାତାବରଣ ଖେଳିଯାଇଥିଲା । ରେଷ୍ଟୁରାଣ୍ଟର ଝରକା ଏବଂ କବାଟରୁ ନିଆଁ ବାହାରୁଥିବା ଦେଖି ଅଗ୍ନିଶମ ଟିମକୁ ଖବର ଦିଆଯାଇଥିଲା ।

china

ଅଗ୍ନିଶମ ଟିମ୍ ଘଟଣା ସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରୁଛି । ତେବେ ଆଗକୁ ମୃତକଙ୍କ ସଂଖ୍ୟା ବଢିପାରେ ବୋଲି ଅନୁମାନ କରାଯାଉଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+