Get Updates
Get notified of breaking news, exclusive insights, and must-see stories!

ଲ୍ୟାଣ୍ଡ ମାଇନ୍ସ ବିସ୍ପୋରଣରେ ସିଆରପିଏଫ୍ ଯବାନ ଗୁରୁତର

ଓଡ଼ିଶା-ଝାଡ଼ଖଣ୍ଡ ସୀମାନ୍ତରେ ଲ୍ୟାଣ୍ଡ ମାଇନ୍ ବିସ୍ଫୋରଣ । ଜଣେ ଯବାନ ଗୁରୁତର । ସରଣ୍ଡା ଜଙ୍ଗଲର ଆଖପାଖ ଥାନା ଅଞ୍ଚଳରେ ସିଆରପିଏଫ୍, କୋବ୍ରା ବାଟାଲିୟନ ଓ ସ୍ଥାନୀୟ ପୋଲିସ ମିଳିତ ଭାବେ ସର୍ଚ୍ଚ ଅପରେସନ ଚାଲିଥିବା ବେଳେ ହଠାତ୍ ଲ୍ୟାଣ୍ଡମାଇନ ବିସ୍ପୋରଣ ହୋଇଥିଲା । ବିସ୍ଫୋରଣରେ CRPF କୋବ୍ରା ବାଟାଲିୟନର ଯବାନ ଅଲେଖ ଦାସ ଗୁରୁତର ହୋଇଛନ୍ତି ।

crpf

ଗୁରୁତର ଯବାନଙ୍କୁ ସ୍ବତନ୍ତ୍ର ବିମାନରେ ଚିକିତ୍ସା ପାଇଁ ରାଞ୍ଚି ସ୍ଥାନାନ୍ତର କରାଯାଇଛି । ମିଳିତ ସୁରକ୍ଷା ବାହିନୀ ପକ୍ଷରୁ ଲଗାତାର ଭାବେ ଚାଲିଥିବା ସର୍ଚ୍ଚ ଅପରେସନକୁ ବନ୍ଦ କରିବା ପାଇଁ ଓଡ଼ିଶା ଝାଡ଼ଖଣ୍ଡ ସୀମାନ୍ତ ଜଙ୍ଗଲରେ ନକ୍ସଲଙ୍କ ମାନେ ଲ୍ୟାଣ୍ଡମାଇନ ବିଛାଇଥିଲେ । ବିସ୍ଫୋରକ ନିଷ୍କ୍ରିୟ କାରୀ ଟିମ୍ ସହ ମିଳିତ ସୁରକ୍ଷା ବାହିନୀ ପକ୍ଷରୁ ସର୍ଚ୍ଚ ଅପରେସନକୁ ଜୋରଦାର କରାଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+