ଏଲନ ମସ୍କ ଓ ବିବେକ ରାମସ୍ବାମୀଙ୍କୁ ବଡ଼ ଦାୟିତ୍ବ ଦେଲେ ଟ୍ରମ୍ପ, ଡିପାର୍ଟମେଣ୍ଟ ଅଫ୍ ଗଭର୍ମେଣ୍ଟ ଏଫିସିଏନ୍ସି ବିଭାଗ
ରାଷ୍ଟ୍ରପତି ପଦ ପାଇଁ ଶପଥ ନେବା ପୂର୍ବରୁ ଟିମ୍ ଗଠନରେ ବ୍ୟସ୍ତ ଟ୍ରମ୍ପ। ଏଲନ ମସ୍କ ଓ ବିବେକ ରାମସ୍ବାମୀଙ୍କୁ ଦେଲେ ବଡ଼ ଦାୟିତ୍ବ ।ଉଭୟଙ୍କୁ ମିଳିଲା ଡିପାର୍ଟମେଣ୍ଟ ଅଫ୍ ଗଭର୍ମେଣ୍ଟ ଏଫିସିଏନ୍ସି ବିଭାଗ। ସୋସିଆଲ ମିଡିଆରେ ପୋଷ୍ଟ କରି ସୂଚନା ଦେଲେ ଟ୍ରମ୍ପ। ଅଫିସର ରାଜ୍ ସମାପ୍ତ କରିବାକୁ ଉଭୟ କାମ କରିବେ ବୋଲି ଟ୍ରମ୍ପ ଆଶାବାଦୀ।













Click it and Unblock the Notifications