ଅଗଷ୍ଟ ୧୫ରେ ରୁଷିଆ ରାଷ୍ଟ୍ରପତି ପୁଟିନ୍ଙ୍କୁ ଭେଟିବେ ଡୋନାଲ୍ଡ ଟ୍ରମ୍ପ
ଅଗଷ୍ଟ ୧୫ରେ ରୁଷିଆ ରାଷ୍ଟ୍ରପତି ପୁଟିନ୍ଙ୍କୁ ଭେଟିବେ ଡୋନାଲ୍ଡ ଟ୍ରମ୍ପ ।ଆମେରିକା ଆଲାସ୍କାରେ ଦୁଇ ନେତାଙ୍କ ମଧ୍ୟରେ ସାକ୍ଷାତ କାର୍ଯ୍ୟକ୍ରମ। ୟୁକ୍ରେନ୍ ଶାନ୍ତି ଚୁକ୍ତି ନେଇ ଉଭୟ ନେତାଙ୍କ ମଧ୍ୟରେ ହେବ ଆଲୋଚନା। ୨୦୧୫ରେ ଶେଷ ଥର ପାଇଁ ଆମେରିକା ଗସ୍ତ କରିଥିଲେ ପୁଟିନ୍ ।













Click it and Unblock the Notifications