Get Updates
Get notified of breaking news, exclusive insights, and must-see stories!

ମିଆଁମାରରେ ଭୂକମ୍ପ ଝଟକା,ତୀବ୍ରତା ୪.୪

ମିଆଁମାରରେ ଭୂକମ୍ପ ଝଟକା । ଭୂକମ୍ପର ତୀବ୍ରତା ୪.୪ ରହିଛି । ଭୂକମ୍ପର କେନ୍ଦ୍ରସ୍ଥଳ ୧୦୦ କିଲୋମିଟର ଗଭୀରତାରେ ଥିବା ଜଣାପଡିଛି । ଏହା ପୂର୍ବରୁ ୧୩ ଡିସେମ୍ବରରେ ୩.୯ ତୀବ୍ରତାର ଭୂକମ୍ପ ଅନୁଭୂତ ହୋଇଥିଲା । ଯାହାର କେନ୍ଦ୍ରସ୍ଥଳ ୧୧୫ କିଲୋମିଟର ଗଭୀରତାରେ ଥିଲା । NCS ସୂଚନାନୁସାରେ ମିଆଁମାରରେ ୩.୮ ତୀବ୍ରତାର ମଧ୍ୟ ଭୂକମ୍ପ ଅନୁଭୂତ ହୋଇଥିଲା ।

Earthquake

ଯାହା ୧୧ ଡିସେମ୍ବରର ହୋଇଥିଲା ବୋଲି ଜଣାପଡିଛି । ମିଆଁମାର ସମୁଦ୍ର ନିକଟବର୍ତ୍ତୀ ଅଞ୍ଚଳରେ ଥିବାରୁ ସୁନାମୀ ହେବାର ସମ୍ଭାବନା ରହିଛି । କିନ୍ତୁ ଏଥର ହୋଇଥିବା ଭୂକମ୍ପରେ କୌଣସି କ୍ଷୟକ୍ଷତି ହୋଇଥିବାର ସୂଚନା ନାହିଁ ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+