ଭୂକମ୍ପରେ ଥରିଲା ନେପାଳ
ଭୂମିକମ୍ପରେ ଥରିଲା ନେପାଳ । ସକାଳେ ସକାଳେ ନେପାଳରେ ଭୂକମ୍ପ ହୋଇଛି । ରିକ୍ଟର ସ୍କେଲରେ ଭୂକମ୍ପର ତୀବ୍ରତା ୩.୫ ଥିବା ବେଳେ ଆଜି ଭାରତୀୟ ସମୟ ସକାଳ ୮ଟା ୨୧ରେ ଏହି ଭୂକମ୍ପର ଝଟକା ନେପାଳକୁ ଲାଗିଛି । ଭୂକମ୍ପରେ କ୍ଷୟକ୍ଷତି ଏଯାଏଁ ଜଣା ପଡିନି । ତେବେ ଏହା ପୂର୍ବରୁ ଜୁନ ୨୯ରେ ବି ନେପାଳକୁ ଭୂକମ୍ପର ଝଟକା ଲାଗିଥିଲା । ବର୍ତ୍ତବାନର ଭୂକମ୍ପ ଠାରୁ ପୂର୍ବର ଭୂକମ୍ପ ଅଧିକ ଥିଲା । ରିକ୍ଟର ସ୍କେଲରେ ଭୂକମ୍ପର ତୀବ୍ରତା ୪.୨ ଥିଲା ।

ସେପଟେ ଦୁଇ ବର୍ଷ ତଳେ ଏକ ବିରାଟ ଭୂକମ୍ପର ଝଟକାରେ ନେପାଳ ଛାରଖାର ହୋଇଥିଲା । ଭୟଙ୍କର ଭୂକମ୍ପରେ ୧୫୭ ମୃତ୍ୟୁ ହୋଇଥିଲା । ୧୦୦ରୁ ଅଧିକ ଲୋକ ଆହତ ହୋଇଥିଲେ । ଭୂକମ୍ପ ଏତେ ଶକ୍ତିଶାଳୀ ଥିଲା ଯେ ଭୂକମ୍ପର କେନ୍ଦ୍ରସ୍ଥଳଠାରୁ ୫୫୦ କିମି ଦୂର ଦିଲ୍ଲୀ, ଉତ୍ତରପ୍ରଦେଶ ଏବଂ ବିହାର ସମେତ ସମଗ୍ର ଉତ୍ତର ଭାରତରେ ଶକ୍ତ ଝଟ୍କା ଅନୁଭୂତ ହୋଇଥିଲା। ଭୂକମ୍ପ ଯୋଗୁଁ ବ୍ୟାପକ କ୍ଷୟକ୍ଷତି ହୋଇଥିଲା । ଶତାଧିକ ଘର ମାଟିରେ ମିଶିଯାଇଥିଲା ।
More From
-
ଡାଲମାରୁ ବାହାରିଲା ସାପ, ଲୋକେ ଛାନିଆ, ସ୍ଵାସ୍ଥ୍ୟ ପରୀକ୍ଷା ପାଇଁ ୪୦ରୁ ଊର୍ଦ୍ଧ୍ବ ଲୋକଙ୍କ ଲମ୍ବା ଲାଇନ -
୨୪ ଘଣ୍ଟାରେ ବ୍ୟାକଫୁଟକୁ ଗଲେ ଟ୍ରମ୍ପ, ଏହି ଦେଶର ତୈଳ କିମ୍ବା ଗ୍ୟାସ ଉପରେ...... -
ଗ୍ରାହକଙ୍କ ପାଇଁ ଖୁସି ଖବର; ଏକାଥରକେ ଏତିକି ଟଙ୍କା କମିଲା ସୁନା ଦର -
ରିଲ୍ସ ନିଶା, ବୃଦ୍ଧ ବାପାଙ୍କୁ ବସ୍ତାରେ ବାନ୍ଧି କୋରିଅର୍ରେ ପାର୍ସଲ କଲା ଝିଅ -
ଭାରତ ପାକିସ୍ତାନ ମଧ୍ୟରେ ପରମାଣୁ ଯୁଦ୍ଧ ଆଶଙ୍କା ,' ପ୍ରକାଶ କଲା ଆମେରିକାର ଗୁଇନ୍ଦା ରିପୋର୍ଟ -
ଆସୁଛି କାଳବୈଶାଖୀ, ଝଡ଼ବର୍ଷା ପାଇଁ ୬ ଜିଲ୍ଲାକୁ ଅରେଞ୍ଜ ଓ୍ବାର୍ଣ୍ଣିଂ -
LPG ସଙ୍କଟକୁ ନେଇ ବଡ଼ କଥା କହିଲେ ସରକାର,‘ଡୋରଷ୍ଟେପ... -
କାରଣ ଦର୍ଶାଅ ନୋଟିସ୍ର ଉତ୍ତର ରଖିଲେ ବିଜେଡିର ୬ ବିଧାୟକ, କହିଲେ ନୋଟିସ୍ ପ୍ରତ୍ୟାହାର କରନ୍ତୁ, ନଚେତ୍... -
ମୁଁ ଆମ ଦଳର ସୁପ୍ରିମୋ ନବୀନ ବାବୁଙ୍କ ନିର୍ଦ୍ଦେଶରେ ଭୋଟ୍ ଦେଇଛି; ସୁବାସିନୀ ଜେନା -
ଭୁବନେଶ୍ୱର CRP ଛକ ନିକଟ ମାର୍କେଟ୍ କମ୍ପ୍ଲେକ୍ସରେ ଭୟଙ୍କର ଅଗ୍ନିକାଣ୍ଡ -
ଏମ୍ଏସ୍ ଧୋନିଙ୍କ ନାଁରେ ଥିବା କ୍ରିକେଟ ଷ୍ଟାଡିୟମ ସିଲ୍ -
ଆଜିଠୁ ମାଟ୍ରିକ୍ ଖାତାଦେଖା, ମେରେ ରେଜଲ୍ଟ












Click it and Unblock the Notifications