ଜାପାନର ହୋଂସୁ ପୂର୍ବ ଉପକୂଳରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୬.୦ ରେକର୍ଡ ହୋଇଛି।ସ୍ଥାନୀୟ ଅଞ୍ଚଳର ଲୋକେ ଭୟଭୀତ ଅବସ୍ଥାରେ ଥିବାବେଳେ ବର୍ତ୍ତମାନ ପର୍ଯ୍ୟନ୍ତ କ୍ଷୟକ୍ଷତି ନେଇ କୌଣସି ସୂଚନା ମିଳିନି।