ନେପାଳରେ ଭୂମିକମ୍ପ: ରିକ୍ଟର ସ୍କେଲରେ ଭୂମିକମ୍ପର ତୀବ୍ରତା ୪.୮ ରେକର୍ଡ

ନେପାଳରେ ଭୂମିକମ୍ପ । ରିକ୍ଟର ସ୍କେଲରେ ଏହି ଭୂମିକମ୍ପର ତୀବ୍ରତା ୪.୮ ରେକର୍ଡ କରାଯାଇଛି । ଆଜି ସକାଳୁ ଏହି କମ୍ପନ ଅନୁଭୂତ ହୋଇଛି ।

Earthquake today

ଭାରତୀୟ ସମୟାନୁସାରେ ଶନିବାର ସକାଳ ପ୍ରାୟ ୩ଟା ୫୯ ମିନିଟରେ ଏହି ଭୂମିକମ୍ପ ଝଟକା ଅନୁଭୂତ ହୋଇଥିଲା । ଏହାର କେନ୍ଦ୍ର ଜୁଲ୍ମା ଜିଲ୍ଲାରେ ୧୦ କିଲୋମିଟର ଗଭୀରତାରେ ଥିବା ନେଇ ନ୍ୟାସନାଲ ସେଣ୍ଟର ଫର ସିସମୋଲୋଜୀ ପକ୍ଷରୁ ସୂଚନା ଦିଆଯାଇଛି । ଭୂମିକମ୍ପ ଯୋଗୁ ଲୋକମାନେ ଭୟଭୀତ ହୋଇପଡ଼ିଥିଲେ । ତେବେ ଏହି ଭୂମିକମ୍ପରେ କୌଣସି ଧନ ଜୀବନ ହାନି ହୋଇନଥିବା ଜଣାପଡ଼ିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+