Get Updates
Get notified of breaking news, exclusive insights, and must-see stories!

ଅଲାସ୍କାରେ ଭୂକମ୍ପ ଝଟ୍‌କା

ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ ଶକ୍ତିଶାଳୀ ଭୂକମ୍ପ ଝଟ୍‌କା ଲାଗିଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୭ ରେକର୍ଡ କରାଯାଇଛି। ଭୂମିକମ୍ପଟି ପ୍ରାୟ ୧୦ କିଲୋମିଟର ଗଭୀରତାରେ ଅନୁଭୂତ ହୋଇଥିଲା । ଭୂମିକମ୍ପ ହେବା ସମୟରେ ସ୍ତାନୀୟ ଲୋକେ ଭୟଭୀତ ହୋଇ ଘରୁ ବାହାରକୁ ବାହାରି ଆସିଥିଲେ।

earth

ବର୍ତ୍ତମାନ୍ ପର୍ୟ୍ୟନ୍ତ କ୍ଷୟକ୍ଷତି ନେଇ କୌଣସି ସୂଚନା ମିଳିନାହିଁ। ଶକ୍ତିଶାଳୀ ଭୂମିକମ୍ପ ପରେ କୌଣସି ସୁନାମି ଚେତାବନୀ ଜାରି କରାଯାଇ ନାହିଁ । ଆମେରିକାର ଭୂତତ୍ତ୍ୱ ସର୍ଭେ ଅନୁସାରେ, ଏହି ଭୂମିକମ୍ପ ଅଲାସ୍କାରୁ ପ୍ରାୟ ୩୭୦ କିଲୋମିଟର ଉତ୍ତର-ପଶ୍ଚିମରେ ଏବଂ ୟୁକୋନର ହ୍ୱାଇଟହାର୍ସରୁ ୨୫୦ କିଲୋମିଟର ପଶ୍ଚିମରେ ଅନୁଭୂତ ହୋଇଥିଲା । ଏହା ଅଲାସ୍କାର ୟାକୁଟାଟ୍ ଠାରୁ ପ୍ରାୟ ୯୧ କିଲୋମିଟର ଦୂରରେ ଥିଲା, ଯାହାର ଜନସଂଖ୍ୟା ୬୬୨ ଅଟେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+