ନିଗମ ବୋଧ ଘାଟରେ ହେବ ପୂର୍ବତନ ପ୍ରଧାନମନ୍ତ୍ରୀ ଡ. ମନମୋହନ ସିଂହଙ୍କ ଅନ୍ତିମ ସଂସ୍କାର
ଡିସେମ୍ବର ୨୮ ତାରିଖ ଶନିବାର ଦିନ ନିଗମ ବୋଧ ଘାଟରେ ପୂର୍ବତନ ପ୍ରଧାନମନ୍ତ୍ରୀ ଡ. ମନମୋହନ ସିଂହଙ୍କ ଅନ୍ତିମ ସଂସ୍କାର କରାଯିବ। ଶନିବାର ପୂର୍ବାହ୍ନ ୧୧ଟା ୪୫ରେ ସମ୍ପୂର୍ଣ୍ଣ ରାଷ୍ଟ୍ରୀୟ ସମ୍ମାନ ସହ ତାଙ୍କର ଅନ୍ତିମ ସଂସ୍କାର କରାଯିବ।

ପ୍ରତିରକ୍ଷା ମନ୍ତ୍ରଣାଳୟ ସମ୍ପୂର୍ଣ୍ଣ ରାଷ୍ଟ୍ରୀୟ ଓ ସାମରିକ ସମ୍ମାନ ସହ ଅନ୍ତିମ ସଂସ୍କାର ପାଇଁ ବ୍ୟବସ୍ଥା କରିବ ବୋଲି ଜଣାପଡିଛି। ସ୍ବରାଷ୍ଟ୍ର ମନ୍ତ୍ରାଳୟ ପକ୍ଷରୁ ଜାରି କରାଯାଇଥିବା ଏକ ସୂଚନାରୁ ଏହା ଜଣାପଡିଛି।












Click it and Unblock the Notifications