ଆମେରିକାର ରାଷ୍ଟ୍ରପତିଙ୍କ ୨୫% ଶୁଳ୍କ ଘୋଷଣା ଉପରେ ଭାରତର ପ୍ରଥମ ପ୍ରତିକ୍ରିୟା.....

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତୀୟ ପଣ୍ୟ ଉପରେ ୨୫% ଟାରିଫ ଘୋଷଣା କରିବାର କିଛି ଘଣ୍ଟା ପରେ, ଭାରତ କହିଛି ଯେ ଏହା କୃଷକ, ଉଦ୍ୟୋଗୀ ଏବଂ MSMEଙ୍କ ସ୍ୱାର୍ଥ ରକ୍ଷା ପାଇଁ କଠୋର ପଦକ୍ଷେପ ନେବ ଏବଂ ୱାଶିଂଟନ ଡିସି ସହ ବାଣିଜ୍ୟ ଆଲୋଚନା ଜାରି ରଖିବ। ଭାରତ ସରକାର ଏହା ମଧ୍ୟ ସ୍ପଷ୍ଟ କରିଛନ୍ତି ଯେ, ଏକ ନିରପେକ୍ଷ, ସନ୍ତୁଳିତ ଏବଂ ପାରସ୍ପରିକ ଲାଭଦାୟକ ଦ୍ୱିପାକ୍ଷିକ ବାଣିଜ୍ୟ ଚୁକ୍ତିନାମା ପାଇଁ ଗତ କିଛି ମାସ ଧରି ଆମେରିକା ସହିତ ଆଲୋଚନା ଚାଲିଛି। ଭାରତ ଏହି ଉଦ୍ଦେଶ୍ୟ ପ୍ରତି ସମ୍ପୂର୍ଣ୍ଣ ପ୍ରତିଶ୍ରୁତିବଦ୍ଧ ଏବଂ ଗଠନମୂଳକ ଆଲୋଚନା ମାଧ୍ୟମରେ ଏକ ସମାଧାନ ଦିଗରେ ଆଗକୁ ବଢୁଛି।

Trump s

ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତ ଉପରେ ୨୫ ପ୍ରତିଶତ ଶୁଳ୍କ ଲଗାଇବା ନେଇ ଘୋଷଣା କରିଛନ୍ତି । ସାମାଜିକ ଗଣମାଧ୍ୟମରେ ସେ ପୋଷ୍ଟ କରି ଲେଖିଛନ୍ତି କି ଭାରତ, ଋଷ୍ ସହିତ ଅସ୍ତ୍ରଶସ୍ତ୍ର ଓ ତେଲ ବ୍ୟାପାର କରୁଛି, ତେଣୁ ତା ଉପରେ ଜୋରିମାନା ମଧ୍ୟ ଲଗାଯିବ । ଟ୍ରମ୍ପ ଅନ୍ୟ ଏକ ପୋଷ୍ଟରେ କହିଛନ୍ତି କି ଆମେରିକା ସହିତ ଭାରତର ବ୍ୟାପାର କ୍ଷତି ବହୁତ ଅଧିକ, ଏଥିପାଇଁ ଭାରତୀୟ ସାମଗ୍ରୀ ଉପରେ ଶୁଳ୍କ ଲଗାଯାଉଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+