ପାକିସ୍ତାନ ଉପରେ ଭାରତର ଏୟାରଷ୍ଟ୍ରାଇକ, ଚୀନକୁ ହେଲା କଷ୍ଟ ; କହିଲା ଏମିତି କିଛି

ପାକିସ୍ତାନ ଉପରେ ଭାରତର ଅପରେସନ ସିନ୍ଦୂରକୁ ନେଇ ଏବେ ଚୀନର ବୟାନ ସମ୍ନାକୁ ଆସିଛି । ବୁଧବାର ଦିନ ଭାରତ ଓ ପାକିସ୍ତାନ ମଧ୍ୟରେ ହୋଇଥିବା ଯୁଦ୍ଧକୁ ନେଇ ଗଣମାଧ୍ୟମ ପ୍ରଶ୍ନର ଉତ୍ତର ଦେଇ ଚୀନ କହିଛି କି, ଭାରତର ସେନା କାର୍ଯ୍ୟାନୁଷ୍ଠାନ ଏକ ଦୁଃଖଦ ଘଟଣା ବୋଲି ଚୀନ ଗ୍ରହଣ କରିଛି ।

chaina

ଏନେଇ ଚୀନ ବୈଦେଶିକ ମନ୍ତ୍ରଣାଳୟ ପ୍ରବକ୍ତା କହିଛନ୍ତି କି, ଏହାକୁ ନେଇ ଚୀନ ଚିନ୍ତିତ । ଭାରତ ଓ ପାକିସ୍ତାନ ଉଭୟ ପଡୋଶୀ ଦେଶ । ତେଣୁ ଉଭୟ ପକ୍ଷଙ୍କୁ ଶାନ୍ତି ବଜାୟ ରଖିବାକୁ ଚୀନ ନିବେଦନ କରିଛି । ନିଜକୁ ସମ୍ଭାଳ ଓ ଆଗକୁ କିଭଳି ଏହି ବିବାଦ ନବଢିବ ତା ଉପରେ ଆଲୋଚନା କରିବାକୁ ଚୀନ ପରାମର୍ଶ ଦେଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+