Get Updates
Get notified of breaking news, exclusive insights, and must-see stories!

ମେକ୍ସିକୋର ଆଖିବୁଜା ଗୁଳିମାଡ: ୩ ମୃତ

ମେକ୍ସିକୋର ଏକ ପାର୍କରେ ଆଖିବୁଜା ଗୁଳିମାଡ ହୋଇଛି। ଦୁର୍ବୁତ୍ତର ଗୁଳିମାଡରେ ୩ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୧୫ରୁ ଅଧିକ ଲୋକ ଗୁରୁତର ହୋଇଥିବା ସୂଚନା ମିଳିଛି। ଆହତ ବ୍ୟକ୍ତିଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ଲାସ୍ କ୍ରୁସ୍ ର ୩ଟି ସ୍ଥାନୀୟ ମେଡିକାଲରେ ଭର୍ତ୍ତି କରାଯାଇଛି। ଗତକାଲି ବିଳମ୍ବିତ ରାତିରେ ଏଭଳି ଅଘଟଣ ଘଟିଛି।

firing

ଲାସ୍ କ୍ରୁସ୍ ସିଟି କାଉନସିଲର ତଥା ମେୟର ଏହି ଘଟଣାରେ ଦୁଃଖ ପ୍ରକାଶ କରିଛନ୍ତି। ସେପଟେ ପୁଲିସ୍ ଘଟଣାର ଭିଡିଓ ସେୟାର କରିବାକୁ ସାଧାରଣ ଜନତାଙ୍କୁ ନିବେଦନ କରିଥିବାବେଳେ ଅଧିକ ତଦନ୍ତ ଜାରି ରଖିଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+