ତାଇୱାନରେ ଶକ୍ତିଶାଳୀ ଭୂମିକମ୍ପ, ରିକ୍ଟର ସ୍କେଲରେ ତୀବ୍ରତା ୬.୪
ସୋମବାର ରାତିରେ ଦକ୍ଷିଣ ତାଇୱାନରେ ୬.୪ ତୀବ୍ରତାର ଏକ ଭୂମିକମ୍ପ ଲୋକଙ୍କୁ ଥରାଇ ଦେଇଥିଲା। ଆମେରିକାର ଭୂତତ୍ତ୍ୱ ସର୍ବେକ୍ଷଣ ଅନୁଯାୟୀ, ସ୍ଥାନୀୟ ସମୟ ରାତି ପ୍ରାୟ ୧୨ଟା ୧୭ରେ ଭୂମିକମ୍ପ ଅନୁଭୂତ ହୋଇଥିଲା। ଭୂମିକମ୍ପର କେନ୍ଦ୍ରସ୍ଥଳ ୟୁଜିଙ୍ଗ ଠାରୁ ୧୨ କିଲୋମିଟର ଉତ୍ତରରେ ଅବସ୍ଥିତ ଥିଲା। ଏହି ଘଟଣାରେ ୧୫ ଜଣ ସାମାନ୍ୟ ଆହତ ହୋଇଛନ୍ତି ଏବଂ ଉଦ୍ଧାରକାରୀମାନେ କ୍ଷୟକ୍ଷତି ଆକଳନ କରୁଛନ୍ତି।













Click it and Unblock the Notifications