ପାକିସ୍ତାନର ହାଇକୋର୍ଟ ନିକଟରେ ଭୟଙ୍କର ବିସ୍ଫୋରଣ, ୯ ମୃତ

ପାକିସ୍ତାନର ଇସଲାମାବାଦରେ ହାଇକୋର୍ଟ ନିକଟରେ ଭୟଙ୍କର ବିସ୍ଫୋରଣ ଘଟିଛି । ଏହି ବିସ୍ଫୋରଣ ଏକ କାରରେ ହୋଇଥିବା ଜଣାପଡିଛି ।

Pakistan

ବିସ୍ଫୋରଣରେ ୯ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨୫ଜଣ ଆହତ ହୋଇଛନ୍ତି । ସହରର ଜିଲା କୋର୍ଟ ବାହାରେ ପାର୍କିଂ ହୋଇଥିବା ଏକ କାରରେ ବିସ୍ଫୋରଣ ଘଟିଛି । ଆହତଙ୍କ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+