ଭୂକମ୍ପ ଝଟକାରେ ଥରିଲା ପଡୋଶୀ ଦେଶ ଚୀନ୍
ଭାରତର ପଡୋଶୀ ଦେଶ ଚୀନ୍ରେ ଭୂମିକମ୍ପ ଝଟକା ଅନୁଭୂତ ହୋଇଛି । ମଙ୍ଗଳବାର ସକାଳ ୮:୪୫ରେ ଚୀନର ଜିନଜିଆଙ୍ଗ ପ୍ରଦେଶରେ ଏହି ଭୂମିକମ୍ପ ଅନୁଭୂତ ହୋଇଥିଲା ।

ନ୍ୟାସନାଲ ସେଣ୍ଟର ଫର୍ ସିସମୋଲୋଜି (ଏନସିଏସ୍) ଅନୁଯାୟୀ, ଜିନଜିଆଙ୍ଗରେ ୪.୨ ତୀବ୍ରତାର ଏକ ଭୂମିକମ୍ପ ଅନୁଭୂତ ହୋଇଥିଲା । ଏହାର କେନ୍ଦ୍ରସ୍ଥଳ ଥିଲା ୪୧.୬୫ ଅକ୍ଷାଂଶ ଏବଂ ୮୧.୧୪ ପୂର୍ବ ଦ୍ରାଘିମା । ଏହାର ଗଭୀରତା ଭୂମିଠାରୁ ମାତ୍ର ୧୦ କିଲୋମିଟର ତଳେ ଥିଲା ।
More From
-
ବାବା ଭେଙ୍ଗାଙ୍କ ତୃତୀୟ ବିଶ୍ୱଯୁଦ୍ଧ ବିଷୟରେ ଭବିଷ୍ୟବାଣୀ, ସୋସିଆଲ ମିଡ଼ିଆରେ ଆତଙ୍କ -
ଟାଇଁ ଟାଇଁ ଖରା, ୩୯ ଡିଗ୍ରୀ ଛୁଇଁପାରେ ପାରଦ -
ଇରାନର ଡ୍ରୋନ୍ ଶକ୍ତି ଦେଖି ଆମେରିକା ଆଶ୍ଚର୍ଯ୍ୟ -
ଚନ୍ଦ୍ରଗ୍ରହଣ:ଜାଣନ୍ତୁ କିପରି କରିବେ ପାଳନ ? କ'ଣ ଖାଇବେ, କ'ଣ ପିଇବେ ? -
ଇରାନ-ଇସ୍ରାଏଲ ଯୁଦ୍ଧ ମଧ୍ୟରେ ଇଂଲଣ୍ଡର ବଡ଼ ନିଷ୍ପତ୍ତି, ବାତିଲ କଲା ଗସ୍ତ -
ମଧ୍ୟପାଚ୍ୟରେ ମହାଯୁଦ୍ଧ;ଫ୍ରାନ୍ସ ରାଷ୍ଟ୍ରପତିଙ୍କ ବଡ଼ ଘୋଷଣା, ୩୦୦ ପରମାଣୁ ବୋମାରେ ସନ୍ତୁଷ୍ଟ ନୁହେଁ,ନିଜର ବୃଦ୍ଧି କରିବ -
ମସ୍ତଙ୍କ ହୃଦୟ ଜିତୁଛନ୍ତି ବିଜୟ-ରଶ୍ମିକା, ଏବେ ୪୪ଟି ସରକାରୀ ସ୍କୁଲ ପାଇଁ... -
୪୪ଟି ସରକାରୀ ସ୍କୁଲ ପାଇଁ ଏକ ବଡ଼ ଘୋଷଣା କଲେ ନବବିବାହିତ ଦମ୍ପତି ରଶ୍ମିକା ମନ୍ଦାନା ଏବଂ ବିଜୟ ଦେବରକୋଣ୍ଡା -
ଆମେରିକୀୟଙ୍କୁ ୧୪ ଦେଶ ଛାଡ଼ିବାକୁ ନିର୍ଦ୍ଦେଶ ଜାରି -
ଷ୍ଟ୍ରେଟ୍ ଅଫ ହରମୁଜକୁ ବନ୍ଦ କଲା ଇରାନ, କୌଣସି ବି ଜାହାଜ ଅତିକ୍ରମ କଲେ ଧ୍ବଂସ କରିବାକୁ ଚେତାବନୀ -
ଚନ୍ଦ୍ରଗ୍ରହଣ ପାଇଁ ଶ୍ରୀମନ୍ଦିରରେ ସଅଳ ନୀତିକାନ୍ତି, ରାତିରେ ମହାପ୍ରଭୁଙ୍କ ସୁନାବେଶ -
ଦିଲ୍ଲୀପଙ୍କୁ ସମର୍ଥନ ଦେବ ବିଜେପି












Click it and Unblock the Notifications