ଜାଫର ଏକ୍ସପ୍ରେସରେ ବୋମା ବିସ୍ଫୋରଣ

ପାକିସ୍ତାନର କ୍ବେଟାରେ ଜାଫର ଏକ୍ସପ୍ରେସକୁ ପୁଣି ଥରେ ଟାର୍ଗେଟ୍ କରାଯାଇଛି । ବର୍ତ୍ତମାନ ଟ୍ରେନକୁ ଟାର୍ଗେଟ୍ କରି ବୋମା ବିସ୍ଫୋରଣ କରାଯାଇଛି । ଏହି ଆକ୍ରମଣରେ ଟ୍ରେନ୍ ଲାଇନଚ୍ୟୁତ ହେବା ସହ ସାତ ଜଣ ଆହତ ହୋଇଛନ୍ତି । ଏହି ଆକ୍ରମଣ ପାଇଁ ବଲୁଚ୍ ବିଦ୍ରୋହୀ ଗୋଷ୍ଠୀ ବଲୁଚ୍ ରିପବ୍ଲିକାନ୍ ଗାର୍ଡସକୁ ଦୋଷୀ ବୋଲି ଦାବି କରିଛି ।

ଟ୍ରେନଟି ପେଶାୱର ଅଭିମୁଖେ ଯାଉଥିବା ସମୟରେ ଏହାକୁ ଟାର୍ଗେଟ କରାଯାଇଥିଲା ବୋଲି ସୂଚନା ମିଳିଛି । ଆକ୍ରମଣ ପରେ ଘଟଣାସ୍ଥଳକୁ ସୁରକ୍ଷା ବାହିନୀ ଏବଂ ପୋଲିସ ଘେରାବନ୍ଦୀ କରିନେଇଛି । ଟ୍ରେନ୍ ଟ୍ରାକଗୁଡିକୁ ଯାଞ୍ଚ କରିବା ପାଇଁ ବୋମା ନିଷ୍କ୍ରିୟକାରୀଙ୍କୁ ନିୟୋଜିତ କରାଯାଇଛି ।

Pakistan Train Headed To Balochistan Targeted Again

ସୂଚନାନୁଯାୟୀ, ଏହି ଆକ୍ରମଣ ପାଇଁ ବଲୁଚ୍ ରିପବ୍ଲିକାନ୍ ଗାର୍ଡସ ଦାୟୀ ବୋଲି ବଲୁଚ୍ ରିପବ୍ଲିକାନ୍ ଗାର୍ଡସର ଜଣେ ମୁଖପାତ୍ର ଏକ ପ୍ରେସ୍ ମିଟ୍ ଜାରି କରି କହିଛନ୍ତି । ଏହା ସହିତ ସେମାନେ କହିଥିଲେ ଯେ, ଆଜି ସେମାନେ ଶିକାରପୁର ଏବଂ ଜାକୋବାବାଦ ମଧ୍ୟରେ ଥିବା ସୁଲତାନ କୋଟରେ ଏକ ରିମୋଟ୍ କଣ୍ଟ୍ରୋଲ୍ IED ବିସ୍ଫୋରଣ ସହିତ ଜାଫର ଏକ୍ସପ୍ରେସକୁ ଟାର୍ଗେଟ କରିଥିଲେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+