ଆମେରିକାର ଟ୍ରମ୍ପ 2.0, ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି

Donald Trump Oath Ceremony: ହ୍ୱାଇଟ୍ ହାଉସରେ ଡୋନାଲ୍ଡ ଟ୍ରମ୍ପଙ୍କର ଦ୍ୱିତୀୟ ଇନିଂସ । ଟ୍ରମ୍ପ ୪୭ ତମ ରାଷ୍ଟ୍ରପତି ଭାବେ ଶପଥ ନେଲେ ଏହି ଅବସରରେ ତାଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟ୍ୱିଟ୍ କରି କହିଛନ୍ତି, "ଯୁକ୍ତରାଷ୍ଟ୍ର ଆମେରିକାର ୪୭ତମ ରାଷ୍ଟ୍ରପତି ଭାବରେ ଐତିହାସିକ ଶପଥ ଗ୍ରହଣ ପାଇଁ ମୋର ପ୍ରିୟ ବନ୍ଧୁ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଅଭିନନ୍ଦନ।

ମୋଦି ଆହୁରି ଲେଖିଛନ୍ତି, ଉଭୟ ଦେଶର ଲାଭ ଏବଂ ଏକ ଉନ୍ନତ ଭବିଷ୍ୟତ ଗଠନ ପାଇଁ ମୁଁ ପୁଣି ଥରେ ଏକାଠି କାମ କରିବାକୁ ଅପେକ୍ଷା କରିଛି।" ବିଶ୍ୱ ପାଇଁ।" ଏହାକୁ ରୂପ ଦେବା ପାଇଁ ଅପେକ୍ଷା କରୁଛି। ଆଗାମୀ ସଫଳ କାର୍ଯ୍ୟକାଳ ପାଇଁ ଶୁଭେଚ୍ଛା।"

Donald Trump Oath Ceremony
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+