ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଘାନାର ସର୍ବୋଚ୍ଚ ବେସାମରିକ ସମ୍ମାନ

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଘାନାର ସର୍ବୋଚ୍ଚ ବେସାମରିକ ସମ୍ମାନ । 'ଦ ଅଫିସର୍ ଅଫ୍ ଦ ଅର୍ଡର ଅଫ୍‌ ଦ ଷ୍ଟାର୍ ଅଫ୍ ଘାନା'ରେ ସମ୍ମାନିତ। ପିଏମ୍‌ ମୋଦିଙ୍କୁ ସମ୍ମାନିତ କଲେ ଘାନା ରାଷ୍ଟ୍ରପତି ଜନ୍ ଦ୍ରାମାନି ମହାମା । ଏହା ମୋ ପାଇଁ ଅତ୍ୟନ୍ତ ଗର୍ବର ବିଷୟ କହିଲେ ମୋଦି । ଦୁଇ ଦେଶ ମଧ୍ୟରେ ବିଭିନ୍ନ କ୍ଷେତ୍ରରେ ୪ଟି ଚୁକ୍ତି ସ୍ବାକ୍ଷରିତ ।

PM Modi receives Ghana s national honour Officer of the Order of the Star
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+