ଭୂକମ୍ପରେ ଥରିଲା ବାଂଲାଦେଶ, ରିକ୍ଟର ସ୍କେଲରେ ତୀବ୍ରତା ୪.୩
ଆଜି ବାଂଲାଦେଶରେ ପୁଣି ଭୂକମ୍ପର ଝଟକା ଅନୁଭୂତ । ଗୋଟିଏ ସେକେଣ୍ଡରେ ୨ ଟି ଭୂକମ୍ପ ହୋଇଥିବା ସୂଚନା ମିଳିଛି । ଭୂକମ୍ପର ତୀବ୍ରତା ୩.୭ ଏବଂ ୪.୩ । ବାଂଲାଦେଶ ପାଣିପାଗ ବିଭାଗର ଭୂମିକମ୍ପ ପର୍ଯ୍ୟବେକ୍ଷଣ ଏବଂ ଗବେଷଣା କେନ୍ଦ୍ର ଶନିବାର ସକାଳ ୧୦ଟା ୩୬ ମିନିଟ୍ ସମୟରେ ଢାକାର ଆଶୁଲିଆର ବାଇପାଇଲରେ ରିକ୍ଟର ସ୍କେଲରେ ୩.୩ ତୀବ୍ରତାର ଭୂମିକମ୍ପ ରେକର୍ଡ କରିଛି ।

ସୂଚନାନୁଯାୟୀ, ଗତକାଲି ଏବଂ ଶୁକ୍ରବାର ଦିନ ହୋଇଥିବା ଭୂକମ୍ପରେ ୯ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୧୦୦ରୁ ଅଧିକ ଆହତ ହୋଇଛନ୍ତି । ଯାହାର ତୀବ୍ରତା ୫.୭ ଥିଲା । ଏହି ଘଟଣା ପରେ ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ ମୁଖ୍ୟ ପରାମର୍ଶଦାତା ମହମ୍ମଦ ୟୁନିସ୍ ପୀଡିତଙ୍କ ପ୍ରତି ସମବେଦନା ପ୍ରକାଶ କରିଛନ୍ତି ।
More From
-
ଟି୨୦ ବିଶ୍ୱକପରେ ଇତିହାସ ରଚିଲା ଭାରତ , ଗମ୍ଭୀରଙ୍କ ପାଇଁ ଇନଷ୍ଟା ପୋଷ୍ଟ୍ କଲେ ଧୋନୀ -
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
ଘରୋଇ ମାଟିରେ ଭାରତର ବଡ଼ ବିଜୟ, ଖୁସିରେ ଝୁମିଲେ ବିରାଟ -
ଭେନେଜୁଏଲାରୁ ୧୦୦ ନିୟୁତ ଡଲାର ମୂଲ୍ୟର ସୁନା ପାଇଛି ଆମେରିକାର ; ଗୃହ ସଚିବ -
ସାବଧାନ! ହାଡ଼କୁ ଦୁର୍ବଳ କରୁଛି ଏହି ସବୁ ଜିନିଷ -
ପାକିସ୍ତାନରେ ବଡ଼ ବିପର୍ଯ୍ୟୟ: ସ୍କୁଲ ଦୁଇ ସପ୍ତାହ ପାଇଁ ବନ୍ଦ, ଦରମା ୨୫% ହ୍ରାସ -
ଇରାନ ସହିତ ରୁଷ ଦୃଢ଼ ଭାବରେ ଛିଡା ହେବ; ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ -
ଅନ୍ତର୍ଜାତୀୟ ମହିଳା ଦିବସରେ ଆର୍ଟସ୍ ଅଫ୍ ଉଇଭିଂର ପ୍ରଥମ ସ୍ଥାପନା ଦିବସ ପାଳିତ -
ଆସିଲା ଗ୍ରୀଷ୍ମ ଋତୁ, ଏହି ସବୁ ସମସ୍ୟା ଥିଲେ ଭୁଲରେ ବି ଖାଆନ୍ତୁ ନାହିଁ ତରଭୁଜ -
UAE ରାଷ୍ଟ୍ରଦୂତଙ୍କ ବଡ ବୟାନ ; କହିଲେ ପ୍ରଧାନମନ୍ତ୍ରୀ ଗୋଟାଏ ଫୋନ୍ କଲ ଯୁଦ୍ଧରେ ଲଗାଇ ପାରିବ ବ୍ରେକ -
ମାର୍ଚ୍ଚ ୨୮ରୁ ଆଇପିଏଲ ଆରମ୍ଭ -
କେଜରିୱାଲଙ୍କ ସହ ଅନ୍ୟ ୨୩ ଜଣଙ୍କୁ ନୋଟିସ୍ ଜାରି କଲେ ହାଇକୋର୍ଟ










Click it and Unblock the Notifications