ସ୍ବିଜରଲ୍ୟାଣ୍ଡ ବାର୍ ବିସ୍ଫୋରଣ : ମୃତ୍ୟୁ ସଂଖ୍ୟା ୪୦ ପାର୍
ବର୍ଷ ଆରମ୍ଭରୁ ଆସିଲା ବିସ୍ଫୋରଣର ଖବର। ସ୍ୱିଜରଲ୍ୟାଣ୍ଡରେ ନୂଆବର୍ଷ ପାଳନ କରୁଥିବା ବେଳେ ଏକ ବାର୍ରେ ବିସ୍ଫୋରଣ ହୋଇଥିବା ଜଣାପଡ଼ିଛି। ଏହି ବିସ୍ଫୋରଣରେ ୪୦ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ବିସ୍ଫୋରଣଟି ଏକ ବାରରେ ହୋଇଥିବା ବେଳେ ଭିତରେ ଥିବା ୧୦୦ରୁ ଅଧିକ ଲୋକ ଗୁରୁତର ଆହତ ହୋଇଥିବା ସାମ୍ନାକୁ ଆସିଛି।
ସ୍ୱିସ ପୋଲିସର କହିବାନୁସାରେ, ସ୍ୱିଜରଲ୍ୟାଣ୍ଡର କ୍ରାନ୍ସ ମୋଣ୍ଟାନାରେ ଆଲପାଇନ୍ ସ୍କାଏ ରିସୋର୍ଟ ରହିଛି । ଏହା ସହରର ସବୁଠୁ ବିଳାସପୂର୍ଣ୍ଣ ରିସୋର୍ଟ କୁହାଯାଏ । ବୁଧବାର ମଧ୍ୟରାତ୍ରୀ ଅର୍ଥାତ ଡିସେମ୍ବର ୩୧ ତାରିଖ ରାତିରେ ଏଠାରେ ନ୍ୟୁ ଇୟର ସେଲିବ୍ରେସନ ପାର୍ଟି ହେଉଥିଲା । ଶତାଧିକ ଲୋକ ନୂଆ ବର୍ଷ ସେଲିବ୍ରେସନ ପାଇଁ ଏଠାରେ ଏକତ୍ରିତ ହୋଇଥିଲେ । ହଠାତ କୌଣସି କାରଣରୁ ଭୟଙ୍କର ବିସ୍ଫୋରଣ ହୋଇଥିଲା ତାହା ଏଯାଏଁ ଜଣାପଡିନାହିଁ ।

ସୂଚନାଯୋଗ୍ୟ, ଗତ କିଛିଦିନ ତଳେ ଗୋଆର ଏକ ବାର୍ ରେ ବିସ୍ଫୋରଣ ଘଟି ଅନେକଙ୍କ ଜୀବନ ଚାଲିଯାଇଥିଲା । ନାଇଟ କ୍ଲବ ଅଗ୍ନିକାଣ୍ଡରେ ୨୫ ଜଣଙ୍କ ମୃତ୍ୟୁ ଘଟିଥିଲା ।
-
ଟି୨୦ ବିଶ୍ୱକପରେ ଇତିହାସ ରଚିଲା ଭାରତ , ଗମ୍ଭୀରଙ୍କ ପାଇଁ ଇନଷ୍ଟା ପୋଷ୍ଟ୍ କଲେ ଧୋନୀ -
ଘରୋଇ ମାଟିରେ ଭାରତର ବଡ଼ ବିଜୟ, ଖୁସିରେ ଝୁମିଲେ ବିରାଟ -
ଭେନେଜୁଏଲାରୁ ୧୦୦ ନିୟୁତ ଡଲାର ମୂଲ୍ୟର ସୁନା ପାଇଛି ଆମେରିକାର ; ଗୃହ ସଚିବ -
ସାବଧାନ! ହାଡ଼କୁ ଦୁର୍ବଳ କରୁଛି ଏହି ସବୁ ଜିନିଷ -
ପାକିସ୍ତାନରେ ବଡ଼ ବିପର୍ଯ୍ୟୟ: ସ୍କୁଲ ଦୁଇ ସପ୍ତାହ ପାଇଁ ବନ୍ଦ, ଦରମା ୨୫% ହ୍ରାସ -
ଇରାନ ସହିତ ରୁଷ ଦୃଢ଼ ଭାବରେ ଛିଡା ହେବ; ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ -
ଅନ୍ତର୍ଜାତୀୟ ମହିଳା ଦିବସରେ ଆର୍ଟସ୍ ଅଫ୍ ଉଇଭିଂର ପ୍ରଥମ ସ୍ଥାପନା ଦିବସ ପାଳିତ -
ଆସିଲା ଗ୍ରୀଷ୍ମ ଋତୁ, ଏହି ସବୁ ସମସ୍ୟା ଥିଲେ ଭୁଲରେ ବି ଖାଆନ୍ତୁ ନାହିଁ ତରଭୁଜ -
UAE ରାଷ୍ଟ୍ରଦୂତଙ୍କ ବଡ ବୟାନ ; କହିଲେ ପ୍ରଧାନମନ୍ତ୍ରୀ ଗୋଟାଏ ଫୋନ୍ କଲ ଯୁଦ୍ଧରେ ଲଗାଇ ପାରିବ ବ୍ରେକ -
ମାର୍ଚ୍ଚ ୨୮ରୁ ଆଇପିଏଲ ଆରମ୍ଭ -
କେଜରିୱାଲଙ୍କ ସହ ଅନ୍ୟ ୨୩ ଜଣଙ୍କୁ ନୋଟିସ୍ ଜାରି କଲେ ହାଇକୋର୍ଟ -
ଭାରତରେ ମହିଳା କଣ୍ଠଶିଳ୍ପୀଙ୍କ ଗୀତ ଖୁବ୍ କମ୍ ଦେଖିବାକୁ ମିଳିଥାଏ ,ଜାଣନ୍ତୁ କାହିଁକି ଏମିତି କହିଲେ ଲୋକପ୍ରିୟ କଣ୍ଠଶିଳ୍ପୀ ଶ୍ର











Click it and Unblock the Notifications