ମଧ୍ୟପ୍ରାଚ୍ୟରେ ଉତ୍ତେଜନା, ଅଶୋଧିତ ତେଲ ୧୦୦ ଡଲାର ଅତିକ୍ରମ
ଇରାନ-ଇସ୍ରାଏଲ ଯୁଦ୍ଧ ଯୋଗୁଁ ମଧ୍ୟପ୍ରାଚ୍ୟରେ ଦେଖାଦେଇଥିବା ଉତ୍ତେଜନା ଅଶୋଧିତ ତେଲ ମୂଲ୍ୟକୁ ପ୍ରଭାବିତ କରୁଛି। ସୋମବାର ଦିନ ଅଶୋଧିତ ତେଲର ମୂଲ୍ୟ ପ୍ରତି ବ୍ୟାରେଲ ୧୦୦ ଡଲାର ଅତିକ୍ରମ କରିଛି । ସାଢ଼େ ତିନି ବର୍ଷ ମଧ୍ୟରେ ପ୍ରଥମ ଥର ପାଇଁ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତେଲର ମୂଲ୍ୟ ପ୍ରତି ବ୍ୟାରେଲ ୧୦୦ ଡଲାର ଅତିକ୍ରମ କରିଛି। ଯୁଦ୍ଧ ଯୋଗୁଁ ଉତ୍ପାଦନ ଏବଂ ପରିବହନରେ ବାଧା ସୃଷ୍ଟି ହେବା ଯୋଗୁଁ ଯୋଗାଣ ନେଇ ଚିନ୍ତା ବଢ଼ିଛି।













Click it and Unblock the Notifications