ଭୟଙ୍କର ଟ୍ରେନ ଦୁର୍ଘଟଣା, ୨୧ ଯାତ୍ରୀ ମୃତ
ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା । ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା । ଗୋଟିଏ ଟ୍ରେନ ଲାଇନଚ୍ୟୁତ୍ ହୋଇ ଅନ୍ୟ ଟ୍ରାକ୍ରେ ପଡିବା ପରେ ଧକ୍କା ଦେଲା ଅନ୍ୟ ଏକ ଟ୍ରେନ୍ । ଅତି କମରେ ୨୧ ଯାତ୍ରୀ ମୃତ, ଶତାଧିକ ଆହତ । ଉଦ୍ଧାରକାର୍ଯ୍ୟ ଜାରି ରହିଥିବା ବେଳେ ମୃତ୍ୟୁ ସଂଖ୍ୟା ବଢିବା ଆଶଙ୍କା କରାଯାଉଛି । ଦୁର୍ଘଟଣା ଦକ୍ଷିଣ ସ୍ପେନର ଆଡାମୁଜ୍ ନଗର ନିକଟରେ ଘଟିଛି, ଯାହା କୋର୍ଡୋବା ସହର ନିକଟବର୍ତ୍ତୀ । ମାଲାଗାରୁ ମାଡ୍ରିଡ୍ ଯାତ୍ରା କରୁଥିବା ଦ୍ରୁତ ବେଗର ଟ୍ରେନ୍ ଲାଇନଚ୍ୟୁତ ହୋଇ ପାଖ ଟ୍ରାକ୍ ଉପରେ ପଡ଼ିଯାଇଥିଲା ।













Click it and Unblock the Notifications