କାନାଡା, ଚୀନ୍ ଓ ମେସ୍କିକୋ ଉପରେ ବଡ କାର୍ଯ୍ୟନୁଷ୍ଠାନ ଗ୍ରହଣ କଲା ଆମେରିକା

ଆଜିଠୁ ଚୀନ, କାନାଡ଼ା ଓ ମେସ୍କିକୋ ଉପରେ ଟାରିଫ ଲଗାଇଲା ଆମେରିକା । ଏନେଇ ହ୍ବାଇଟହାଉସ ପକ୍ଷରୁ ଔପଚାରିକ ଘୋଷଣା କରାଯାଇଛି । ନୂଆ କଟକଣା ଅନୁସାରେ ଚୀନ ଉପରେ ୧୦%, ମେସ୍କିକୋ ଓ କାନାଡା ଉପରେ ୨୫% ଲଗାଯାଇଛି । ଆମେରିକା ରାଷ୍ଟ୍ରପତି ହେବା ପରେ ଟାରିଫ ଲଗାଯିବା ନେଇ ଘୋଷଣା କରି ତିନୋଟି ଦେଶକୁ ଝଟକା ଦେଇିଲେ ଟ୍ରମ୍ପ । ଶପଥ ନେବା ସମୟରେ ଟ୍ରମ୍ପ କହିଥିଲେ ଚୀନ, କାନାଡ଼ା,ମେସ୍କିକୋରୁ ବେହିସାବ ମାଦକଦ୍ରବ ଆମେରିକାକୁ ଆସୁଛି ଓ ଏହା ଯୋଗୁଁ ହଜାର ସଂଖ୍ୟକ ଲୋକଙ୍କ ଜୀବନ ଯାଉଛି ।

United States

ଏମାନଙ୍କ ସହ ଆମେରିକାର ବାଣିଜ୍ୟକ ସର୍ମ୍ପକରେ ବିଶେଷ କିଛି ଫାଇଦା ହେଉନି ତେଣୁ ଟାରିଫ ଲଗାବାକୁ ପଡୁଛି ସେପଟେ ସୁଦାନରେ ଚାଲିଥିବା ଗୃହଯୁଦ୍ଧ ଶେଷ ହେବାର ନାମ ନେଉନାହିଁ। ସେଠାରେ ଉନ୍ନତି ଆଣିବା ପରିବର୍ତ୍ତେ ଅବସ୍ଥା ଖରାପ ହେବାରେ ଲାଗିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+