ୟୁକ୍ରେନ ଏବଂ ରୁଷ ପରସ୍ପରର ଯୁଦ୍ଧବନ୍ଦୀଙ୍କୁ ମୁକ୍ତ କରିଛନ୍ତି, ଚାରି ମାସ ମଧ୍ୟରେ ପ୍ରଥମ ଥର

ୟୁକ୍ରେନ ଏବଂ ରୁଷ ପରସ୍ପରର ଯୁଦ୍ଧବନ୍ଦୀ ଏବଂ ସାଧାରଣ ନାଗରିକଙ୍କୁ ଅଦଳବଦଳ କରିଛନ୍ତି । ଏହି ଅଦଳବଦଳରେ ୭ଜଣ ସାଧାରଣ ନାଗରିକଙ୍କ ସମେତ ୧୫୭ ୟୁକ୍ରେନୀୟ ଏବଂ ୧୫୭ ରୁଷୀୟ ସୈନିକଙ୍କୁ ଘରକୁ ଫେରାଇ ନିଆଯାଇଛି । ଚାରି ମାସ ମଧ୍ୟରେ ପ୍ରଥମ ଥର ପାଇଁ ଏହି ଅଦଳ ବଦଳ କରାଯାଇଛି ।

Ukraine and Russia

ରୁଷ ୨୦୨୨ ଫେବୃଆରୀରେ ୟୁକ୍ରେନ ଉପରେ ଆକ୍ରମଣ ଆରମ୍ଭ କରିଥିଲା । ପରେ ଉଭୟ ଦେଶ ମଧ୍ୟରେ ଯୁଦ୍ଧ ପରିସ୍ଥିତି ସୃଷ୍ଟି ହୋଇଥିଲା । ଯୁଦ୍ଧରେ ଉଭୟ ପକ୍ଷରୁ ଅନେକ ସାଧାରଣ ନାଗରିକ ଓ ସୈନ୍ୟ ପରସ୍ପର ଦ୍ୱାରା ବନ୍ଦୀ ହୋଇଥିଲେ ।

ତେବେ ଆବୁଧାବିରେ ଆମେରିକା ମଧ୍ୟସ୍ଥତାରେ ଦୁଇ ଦିନ ଧରି ଚାଲିଥିବା ଚାଲିଥିବା ଶାନ୍ତି ଆଲୋଚନା ପରେ ୟୁକ୍ରେନ ଏବଂ ରୁଷ ଏହି ନିଷ୍ପତ୍ତି ନେଇଛନ୍ତି । ଏହାକୁ ନେଇ ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍ସକି କହିଛନ୍ତି ଯେ ଆଲୋଚନା ସହଜ ନଥିଲା ଏବଂ ସେ ଦ୍ରୁତ ଫଳାଫଳ ଚାହୁଁଥିଲେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+