ଅହମ୍ମଦାବାଦ ଭଳି ଆମେରିକାରେ ଭୟଙ୍କର ବିମାନ ଦୁର୍ଘଟଣା
ଆମେରିକାରେ ଅହମ୍ମଦାବାଦ ଭଳି ଭୟଙ୍କର ବିମାନ ଦୁର୍ଘଟଣା ଘଟିଛି । ବିଳମ୍ବିତ ରାତିରେ ଆମେରିକାରେ ଏକ ବଡ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଥିଲା । ଲୁଇସଭିଲ୍ ମହମ୍ମଦ ଅଲି ଅନ୍ତର୍ଜାତୀୟ ବିମାନବନ୍ଦରରୁ ଉଡାଣ ଆରମ୍ଭ କରିବାର କିିଛି ସମୟ ପରେ ୟୁପିଏସ ଫ୍ଲାଇଟ୍ ୨୯୭୬ଦୁଘଁଟଣାଗ୍ରସ୍ତ ହୋଇଛି । ରନୱେରୁ ଉଡାଣ ଆରମ୍ଭ କରିବାକୁ ଚେଷ୍ଟା କରିବା ସୟରେ ମାଲବାହୀ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଥିଲା । ଏହି ଦୁର୍ଘଟଣାରେ ଏପର୍ଯ୍ୟନ୍ତ ତିନି ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୦ରୁ ଅଧିକ ଗୁରୁତର ହୋଇଛନ୍ତି ।

ବିମାନରେ ତିନି ଜଣ କ୍ରୁ ସଦସ୍ୟ ଥିଲେ । ବିମାନରେ ପ୍ରାୟ ୨ଲକ୍ଷ ୮୦ହଜାର ପାଉଣ୍ଡ ଇନ୍ଧନ ଥିଲା । ଦୁର୍ଘଟଣାପରେ ବିମାନଟି ଫର୍ନଭ୍ୟାଲି ରୋଡ୍ ଓ ଗ୍ରେଡ ଲେନରେ ଖସି ପଡି ବିସ୍ଫୋରଣ ହୋଇଥିଲା । ତେବେ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ଆହୁରି ବଢିପାରେ ବୋଲି କୁହାଯାଉଛି
More From
-
ପାକିସ୍ତାନରେ ବଡ଼ ବିପର୍ଯ୍ୟୟ: ସ୍କୁଲ ଦୁଇ ସପ୍ତାହ ପାଇଁ ବନ୍ଦ, ଦରମା ୨୫% ହ୍ରାସ -
ସାବଧାନ! ହାଡ଼କୁ ଦୁର୍ବଳ କରୁଛି ଏହି ସବୁ ଜିନିଷ -
ଇରାନ ସହିତ ରୁଷ ଦୃଢ଼ ଭାବରେ ଛିଡା ହେବ; ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ -
UAE ରାଷ୍ଟ୍ରଦୂତଙ୍କ ବଡ ବୟାନ ; କହିଲେ ପ୍ରଧାନମନ୍ତ୍ରୀ ଗୋଟାଏ ଫୋନ୍ କଲ ଯୁଦ୍ଧରେ ଲଗାଇ ପାରିବ ବ୍ରେକ -
ଟି୨୦ ବିଶ୍ୱକପରେ ଇତିହାସ ରଚିଲା ଭାରତ , ଗମ୍ଭୀରଙ୍କ ପାଇଁ ଇନଷ୍ଟା ପୋଷ୍ଟ୍ କଲେ ଧୋନୀ -
୨୦୨୬ ଟି-୨୦ ବିଶ୍ୱକପ ପାଇଁ ଶ୍ରେଷ୍ଠ ଏକାଦଶ ଘୋଷଣା କଲା ICC, ୪ ଭାରତୀୟ ଖେଳାଳଙ୍କୁ ମିଳିଲା ସ୍ଥାନ -
ଘରୋଇ ମାଟିରେ ଭାରତର ବଡ଼ ବିଜୟ, ଖୁସିରେ ଝୁମିଲେ ବିରାଟ -
ଭେନେଜୁଏଲାରୁ ୧୦୦ ନିୟୁତ ଡଲାର ମୂଲ୍ୟର ସୁନା ପାଇଛି ଆମେରିକାର ; ଗୃହ ସଚିବ -
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
T-20 ବିଶ୍ବକପ୍ ଚାମ୍ପିଅନ୍ ଟିମ୍କୁ ୧୩୧ କୋଟିର ପୁରସ୍କାର ରାଶି ଘୋଷଣା କଲା BCCI -
ଇରାନ ଉପରେ ଆକ୍ରମଣ ନେଇ ଟ୍ରମ୍ପଙ୍କ ବଡ ବୟାନ, ଇସ୍ରାଏଲ ସହ ମିଶି ୪୬ ଜାହାଜ.... -
ମଧ୍ୟପ୍ରାଚ୍ୟରେ ଯୁଦ୍ଧ ମଧ୍ୟରେ ସରକାରଙ୍କ ବଡ଼ ନିଷ୍ପତ୍ତି, ବଢିଲା ଏଲପିଜି ସିଲିଣ୍ଡର ବୁକିଂର ସମୟ












Click it and Unblock the Notifications