Us Election 2024: କିଏ ମାରିବ ବାଜି ?

ଆମେରିକାରେ ପରବର୍ତ୍ତୀ ରାଷ୍ଟ୍ରପତି ନିର୍ବାଚନ ପାଇଁ ଆଜି ଭୋଟର୍‌ମାନେ ସେମାନଙ୍କ ମତାଧିକାର ସାବ୍ୟସ୍ତ କରିଛନ୍ତି। ଡେମୋକ୍ରାଟିକ୍ ପ୍ରାର୍ଥୀ କମଳା ‌ହାରିସ୍ ଏବଂ ତାଙ୍କ ରିପବ୍ଲିକାନ୍ ପ୍ରତିଦ୍ୱନ୍ଦ୍ୱୀ ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ତୀବ୍ର ପ୍ରତିଦ୍ବନ୍ଦ୍ବିତା ଦେଖିବାକୁ ମିଳିଛି। ବିଭିନ୍ନ ସର୍ବେକ୍ଷଣରେ ଏଥର ନିର୍ବାଚନ ତୀବ୍ର ପ୍ରତିଦ୍ବନ୍ଦ୍ବିତାପୂର୍ଣ୍ଣ ହେବ ବୋଲି ପୂର୍ବାନୁମାନ କରାଯାଇଛି। ରାଷ୍ଟ୍ରପତି ନିର୍ବାଚନର ଭାଗ୍ୟ ନିର୍ଦ୍ଧାରଣ କରୁଥିବା ୭ଟି 'ସ୍ବିଙ୍ଗ୍‌ ଷ୍ଟେଟ୍‌' (ଉଭୟ ଦଳ ପ୍ରତି ପ୍ରାୟ ସମାନ ସମର୍ଥନ ଥିବା ରାଜ୍ୟ) ଉପରେ ସମସ୍ତଙ୍କ ନଜର ରହିଛି। ଆମେରିକା-କାନାଡା ସୀମାରେ ଥିବା ଏକ ଛୋଟ ସହର ନ୍ୟୁ ହାମ୍ପସାୟାର ଟାଉନ୍‌ସିପରେ ପ୍ରଥମ ମତଦାନ ପ୍ରକ୍ରିୟା ଆରମ୍ଭ ହୋଇଥିଲା ଏବଂ ସମଗ୍ର ଦେଶରେ ଭୋଟ୍‌ ଗ୍ରହଣ ପ୍ରକ୍ରିୟା ବୁଧବାର ପୂର୍ବାହ୍ନ ୧୦ଟା ୩୦ (ଭାରତୀୟ ସମୟ)ରେ ଶେଷ ହେବ।

Us Election 2024
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+