Get Updates
Get notified of breaking news, exclusive insights, and must-see stories!

ବିଶ୍ୱ ଆର୍ଥିକ ମଞ୍ଚରେ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଘନିଷ୍ଠ ବନ୍ଧୁ ଭାବେ ବର୍ଣ୍ଣନା କଲେ ଆମେରିକା ରାଷ୍ଟ୍ରପତି

ଆମେରିକା ରାଷ୍ଟ୍ରପତି ଡୋନାଲ୍‍ଡ ଟ୍ରମ୍ପ ଡାଭୋସ୍‍ଠାରେ ବିଶ୍ୱ ଆର୍ଥିକ ମଞ୍ଚରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ପ୍ରଶଂସା କରିଛନ୍ତି । ଶ୍ରୀ ମୋଦୀଙ୍କୁ ନିଜର ଘନିଷ୍ଠ ବନ୍ଧୁ ଭାବେ ବର୍ଣ୍ଣନା କରି ରାଷ୍ଟ୍ରପତି ଟ୍ରମ୍ପ ଭାରତ ଓ ଆମେରିକା ମଧ୍ୟରେ ଖୁବ୍‍ଶୀଘ୍ର ବାଣିଜ୍ୟିକ ରାଜିନାମା ସ୍ୱାକ୍ଷରିତ ହେବ ବୋଲି ଆଶାବ୍ୟକ୍ତ କରିଛନ୍ତି ।

trump

ନୂଆଦିଲ୍ଲୀ ଓ ୱାଶିଂଟନ ମଧ୍ୟରେ ବାଣିଜ୍ୟିକ କାରବାରରେ ଦେଖାଦେଇଥିବା ଅଚଳାବସ୍ଥା ପରିପ୍ରେକ୍ଷୀରେ ରାଷ୍ଟ୍ରପତି ଟ୍ରମ୍ପଙ୍କ ଏହି ମତାମତ ଗୁରୁତ୍ୱ ବହନକରେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+