ବିଶ୍ୱ ଆର୍ଥିକ ମଞ୍ଚରେ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଘନିଷ୍ଠ ବନ୍ଧୁ ଭାବେ ବର୍ଣ୍ଣନା କଲେ ଆମେରିକା ରାଷ୍ଟ୍ରପତି
ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଡାଭୋସ୍ଠାରେ ବିଶ୍ୱ ଆର୍ଥିକ ମଞ୍ଚରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ପ୍ରଶଂସା କରିଛନ୍ତି । ଶ୍ରୀ ମୋଦୀଙ୍କୁ ନିଜର ଘନିଷ୍ଠ ବନ୍ଧୁ ଭାବେ ବର୍ଣ୍ଣନା କରି ରାଷ୍ଟ୍ରପତି ଟ୍ରମ୍ପ ଭାରତ ଓ ଆମେରିକା ମଧ୍ୟରେ ଖୁବ୍ଶୀଘ୍ର ବାଣିଜ୍ୟିକ ରାଜିନାମା ସ୍ୱାକ୍ଷରିତ ହେବ ବୋଲି ଆଶାବ୍ୟକ୍ତ କରିଛନ୍ତି ।

ନୂଆଦିଲ୍ଲୀ ଓ ୱାଶିଂଟନ ମଧ୍ୟରେ ବାଣିଜ୍ୟିକ କାରବାରରେ ଦେଖାଦେଇଥିବା ଅଚଳାବସ୍ଥା ପରିପ୍ରେକ୍ଷୀରେ ରାଷ୍ଟ୍ରପତି ଟ୍ରମ୍ପଙ୍କ ଏହି ମତାମତ ଗୁରୁତ୍ୱ ବହନକରେ ।
More From
-
APSEZ ର ବଡ଼ ସଫଳତା: 500 ମିଲିୟନ୍ ଟନ୍ କାର୍ଗୋ ହ୍ୟାଣ୍ଡଲିଂ ସୀମା ଅତିକ୍ରମ -
ବଡ ନିଷ୍ପତ୍ତି: ଜୁନ୍ ପର୍ଯ୍ୟନ୍ତ ଏସବୁ ଉତ୍ପାଦ ଉପରେ କଷ୍ଟମ୍ ଶୁଳ୍କ ଛାଡ଼ -
IPL-2026 : କୋଲକାତାକୁ ଭେଟିବ ହାଇଦ୍ରାବାଦ୍ : ପ୍ରଥମ ବିଜୟ ଲକ୍ଷ୍ୟରେ ଉଭୟ ଟିମ୍ -
Adani Green Energy ର ବଡ଼ ସଫଳତା: FY26ରେ 5GW କ୍ଷମତା ସହ ବିଶ୍ୱରେ ନୂଆ ରେକର୍ଡ -
ଭୁବନେଶ୍ୱରରେ VFS ଗ୍ଲୋବାଲ ଭିସା ଆବେଦନ କେନ୍ଦ୍ର ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ







Click it and Unblock the Notifications