ଭାରତ ଛାଡିଲା ପାଣି, ପାକିସ୍ତାନରେ ବନ୍ୟା ; ମୁଜାଫରାବାଦରେ ଏମରଜେନ୍ସି ଘୋଷଣା

ପାଣି ଛାଡିଦେଲା ଭାରତ, ପାକିସ୍ତାନରେ ବନ୍ୟା । ଝେଲମ ନଦୀ ପାଣି ଭାରତ ଛାଡିଦେବାକୁ ପାକିସ୍ତାନରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି । ପାକିସ୍ତାନର ମୁଜାଫରବାଦରେ ଏମଜେର୍ନ୍ସ ଆଲର୍ଟ ଜାରି କରାଯାଇଛି । ବିନା କୌଣସି ସୂଚନାରେ ଭାରତ ଜଳ ଛାଡିଦେଇଥିବା ନେଇ ପାକିସ୍ତାନ ଅଭିଯୋଗ କରିଛି ।

pakistan

ପାକିସ୍ତାନର ଛକୋଟି ବୋର୍ଡରରୁ ମୁଜାଫରବାଦ ପର୍ଯ୍ୟନ୍ତ ଅଞ୍ଚଳ ଜଳମଗ୍ନ ହୋଇଯାଇଛି । କିଛି ଗାଁ ପୂରା ପାଣି ଘେରରେ ରହିଛି । ଲୋକଙ୍କୁ ଉଦ୍ଧାର କରିବାକୁ ଅପରେସନ ଜାରି ରହିଛି । ଗୋଟିଏ ପଟେ ଭାରତ ସିନ୍ଧୁ ନଦୀରେ ଡ୍ୟାମ ପାଣି ଅଟକ ରଖିଥିବା ପାକିସ୍ତାନରେ କିଛି ଅଞ୍ଚଳରେ ଜଳର ଅଭାବ ଦେଖାଦେଇଛି । ଅନ୍ୟପଟେ ଝେଲମ ନଦୀରେ ପାଣି ଛାଡିଦେବା ଯୋଗୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+