ଭାରତ-ପାକ୍‌ ଯୁଦ୍ଧ ଆମେରିକା ରୋକିଥିବା କହିଲେ ଡୋନାଲ୍ଡ ଟ୍ରମ୍ପ

ଭାରତ-ପାକିସ୍ତାନ ଯୁଦ୍ଧକୁ ନେଇ ଡୋନାଲ୍ଡ ଟ୍ରମ୍ପଙ୍କ ବଡ଼ ବୟାନ। ଆମେରିକା ଭାରତ-ପାକ୍‌ ଯୁଦ୍ଧ ରୋକିଥିବା କହିଲେ ଟ୍ରମ୍ପ । ଏକ ପରମାଣୁ ବିପର୍ଯ୍ୟୟରେ ପରିଣତ ହେବାକୁ ଯାଉଥିଲା ଯୁଦ୍ଧ ।

ଭାରତ ଏବଂ ପାକିସ୍ତାନର ନେତାଙ୍କୁ ଧନ୍ୟବାଦ ଦେବାକୁ ଚାହୁଁଛି । ପରସ୍ପର ଉପରେ ଗୁଳି ଚଳାଉଥିବା ଲୋକଙ୍କ ସହ ବାଣିଜ୍ୟ କରିପାରିବୁ ନାହିଁ । ଆମେରିକା ଅନ୍ୟମାନଙ୍କୁ ମଧ୍ୟ ଯୁଦ୍ଧରୁ ରୋକିବ ।

We stopped India Pak from fighting said donald trump
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+