Job in SSC: SSC ରେ କରନ୍ତୁ ଚାକିରୀ, ତୁରନ୍ତ କରନ୍ତୁ ଆବେଦନ
SSCରେ ଚାକିରି ଖୋଜୁଥିବା ଯୁବକମାନଙ୍କ ପାଇଁ ସୁବର୍ଣ୍ଣ ସୁଯୋଗ । ଏନେଇ ଏକ ବିଜ୍ଞପ୍ତି ପ୍ରକାଶ କରିଛି । ଚୟନ ହେଲେ ମାସକୁ ଏକ ଲକ୍ଷ ଟଙ୍କାରୁ ଅଧିକ ଦରମା ମିଳିବ । ଯୋଗ୍ୟ ଓ ଆଗ୍ରହୀ ପ୍ରାର୍ଥୀମାନେ SSC ର ଅଫିସିଆଲ୍ ୱେବସାଇଟ୍ ssc.gov.in କୁ ଯାଇ ଅନ୍ଲାଇନ୍ ଆବେଦନ କରିପାରିବେ।
ଗୁରୁତ୍ୱପୂର୍ଣ୍ଣ ତାରିଖ:
ଅନ୍ଲାଇନ୍ ଆବେଦନ ଆରମ୍ଭ ୨୮ ମାର୍ଚ୍ଚ ୨୦୨୪ରୁ ଆରମ୍ଭ ହେଉଥିବା ବେଳେ ଅନ୍ଲାଇନ୍ ଆବେଦନ ୧୮ ଏପ୍ରିଲ୍ ୨୦୨୪ ରେ ଶେଷ ହେବ ।
ସର୍ବନିମ୍ନ ମାସିକ ଦରମା ୩୫,୪୦୦ ଟଙ୍କା ହୋଇଥିବା ବେଳେ ସର୍ବାଧିକ ମାସିକ ଦରମା ୧,୧୨,୪୦୦ ଟଙ୍କା ।
ଖାଲି ପଦବୀ:
ସୀମା ସଡକ ସଂଗଠନ (BRO), ଜଳ ଶକ୍ତି ମନ୍ତ୍ରାଳୟର ବ୍ରହ୍ମପୁତ୍ର ବୋର୍ଡ, କେନ୍ଦ୍ରୀୟ ଜଳ ଆୟୋଗ (CWC), କେନ୍ଦ୍ରୀୟ ଲୋକ ନିର୍ମାଣ ବିଭାଗ (CPWD) ସହିତ ଅନ୍ୟାନ୍ୟ ବିଭାଗରେ ଜୁନିଅର ଇଂଜିନିୟର ପଦବୀ ଖାଲି ପଡ଼ିଛି । ଏହି ସବୁ ବିଭାଗରେ ମୋଟ୍ ୯୬୮ଟି ପଦବୀ ପୂରଣ ହେବ।

CPWD ଓ CWC ପଦ ପାଇଁ ସର୍ବାଧିକ ବୟସ - ୩୨ ବର୍ଷ
ଅନ୍ୟାନ୍ୟ ପଦ ପାଇଁ ସର୍ବାଧିକ ବୟସ - ୩୦ ବର୍ଷ
ବୟସ ଗଣନା ୦୧।୦୮।୨୦୨୪ ଅନୁସାରେ ହେବ
ଆବେଦନ ଶୁଳ୍କ:
ମହିଳା/SC/ST/PwD - ଦେୟମୁକ୍ତ
ଅନ୍ୟମାନେ - ୧୦୦ ଟଙ୍କା
ଚୟନ ପ୍ରକ୍ରିୟା:
ଲିଖିତ ପରୀକ୍ଷା
ସାକ୍ଷାତକାର
ଡକ୍ୟୁମେଣ୍ଟ୍ ଯାଞ୍ଚ୍
-
ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା, ପଠାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ -
ଯୁଦ୍ଧ ଭିତରେ ଋଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସହ କଥା ହେଲେ ଟ୍ରମ୍ପ, କହିଲେ ଆଲୋଚନା... -
T20 ବିଶ୍ୱକପ: କେତେ ମିଳିଲା ପୁରସ୍କାର ରାଶି ? -
ସୋମବାର ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ -
ମଧ୍ୟପ୍ରାଚ୍ୟରେ ମହା ଭୟଙ୍କର ଯୁଦ୍ଧ, ଇସ୍ରାଏଲର ମିସାଇଲ ମାଡ଼ରେ ଆମେରିକାର ୩୦ କୋଟି ଡଲାର ମୂଲ୍ୟର ଥଡ୍ ରେଡାର ସିଷ୍ଟମ ଧ୍ବଂସ -
ବର୍ଷିଲେ ରାଷ୍ଟ୍ରପତି, ଅସନ୍ତୋଷ ପରେ ମମତା ବାନାର୍ଜୀ ଦେଲେ ପ୍ରତିକ୍ରିୟା -
ବଦଳିଲା ବୁକିଂ ନିୟମ, ଏଣିକି ୨୧ ଦିନ ନ ହେଲେ ମିଳିବନି ନୂଆ ସିଲିଣ୍ଡର -
ଦକ୍ଷିଣ ଲେବାନନ୍ ଉପରେ ପୁନର୍ବାର ଆକ୍ରମଣ କଲା ଇସ୍ରାଏଲ, ଏପର୍ଯ୍ୟନ୍ତ ଯୁଦ୍ଧରେ ୧,୨୩୦ ଲୋକଙ୍କର ମୃତ୍ୟୁ -
ଟି୨୦ ବିଶ୍ୱକପରେ ଇତିହାସ ରଚିଲା ଭାରତ , ଗମ୍ଭୀରଙ୍କ ପାଇଁ ଇନଷ୍ଟା ପୋଷ୍ଟ୍ କଲେ ଧୋନୀ -
ଘରୋଇ ମାଟିରେ ଭାରତର ବଡ଼ ବିଜୟ, ଖୁସିରେ ଝୁମିଲେ ବିରାଟ -
ଭେନେଜୁଏଲାରୁ ୧୦୦ ନିୟୁତ ଡଲାର ମୂଲ୍ୟର ସୁନା ପାଇଛି ଆମେରିକାର ; ଗୃହ ସଚିବ -
ସାବଧାନ! ହାଡ଼କୁ ଦୁର୍ବଳ କରୁଛି ଏହି ସବୁ ଜିନିଷ












Click it and Unblock the Notifications