ଆପଣ ଜାଣିଛନ୍ତି କି ପିଆଜ ଚୋପାର ଚମତ୍କାରୀ ଗୁଣ ?

ସାଧାରଣ ସମସ୍ତଙ୍କ ଘରେ ସହଜରେ ଉପଲବ୍ଧ ହୋଇଥାଏ ପିଆଜ। ପିଆଜର ବ୍ୟବହାର ଏବଂ ଉପକାର ବିଷୟରେ ତ ଆପଣ ଅବଗତ ଥିବେ। କିନ୍ତୁ ଆପଣ ଡଷ୍ଟବିନରେ ଫୋପାଡ଼ୁଥିବା ପିଆଜ ଚୋପା ଉପକାରିତା ବିଷୟରେ ଜାଣିନଥିବେ। ଆସନ୍ତୁ ଜାଣିବା ପିଆଜ ଚୋପାରେ ଲୁଚିରହିଥିବା ଉପକାରୀତା ବିଷୟରେ...

ପିଆଜ ଚୋପାକୁ ରାତିରେ ପାଣିରେ ଭିଜାଇ ରଖନ୍ତୁ। ସକାଳେ ଏହାକୁ ଖାଲି ପେଟରେ ପିଅନ୍ତୁ। ଏହାପରେ ଆପଣଙ୍କୁ ଭଲ ଲାଗିନପାରେ, କିନ୍ତୁ ଆପଣ ଚାହିଁଲେ ଏଥିରେ ଚିନି କିମ୍ବା ମହୁ ସହ ମିଶାଇ ନେଇ ପାରିବେ। ଏହା କୋଲେଷ୍ଟ୍ରେଲ ପାଇଁ ଅତ୍ୟନ୍ତ ଉପକାରୀ ହୋଇଥାଏ।

ଚର୍ମ ସଂକ୍ରମଣ ପାଇଁ ବହୁ ଲାଭକାରୀ ପିଆଜ ଚୋପା। ଏଥିପାଇଁ ପିଆଜ ଚୋପାକୁ ରାତିରେ ପାଣିରେ ଭିଜାଇ ରଖନ୍ତୁ। ସକାଳେ ଏହି ପାଣିରେ ଗାଧାନ୍ତୁ। ଏପରି ନିୟମିତ କଲେ ସଂକ୍ରମଣରୁ ଶୀଘ୍ର ମୁକ୍ତି ମିଳିବ।

ମହିଳା ମାନେ କେଶକୁ ସୁନ୍ଦର ରଖିବା ସହ କଣ୍ଡିସନ କରିବା ପାଇଁ ପିଅାଜ ଚୋପାକୁ ବ୍ୟବହାର କରିପାରିବେ। ଏଥିପାଇଁ ପ୍ରଥମେ କେଶକୁ ଧୋଇସାରିବା ପରେ ପିଆଜଚୋପା ପାଣିରେ ଧୋଇ ଦିଅନ୍ତୁ। ଧିରେଧିରେ ଏହାର ପାର୍ଥକ୍ୟ ଆପଣ ନିଜେ ଜାଣିପାରିବେ।

onion

ଦାଗହୀନ ଚେହେରା ପାଇଁ ଆପଣ ବହୁତ ବ୍ୟୁଟି ପ୍ରଡକ୍ଟସ ବ୍ୟବହାର କରୁଥିବେ। କିନ୍ତୁ ପ୍ରାକୃତିକ ଭାବେ ହଳଦି ସହ ମିଶାଇ ପିଆଜ ଚୋପାକୁ ବ୍ୟବହାର କରି ଆପଣ ଦାଗହୀନ ଚେହେରା ପାଇପାରିବେ। ପିଆଜ ଚୋପାକୁ ଗରମ ପାଣିରେ ପକାଇ ଏହାକୁ ବ୍ୟବହାର କରନ୍ତୁ। ଦେଖିବେ ଗଳା ସମ୍ବନ୍ଧିତ ସମସ୍ତ ସମସ୍ୟା ଦୂର ହୋଇଯିବ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+