ପୁଣି ଭାଙ୍ଗିଲା ସବୁ ରେକର୍ଡ; ସୁନା ଦାମ୍‌ ଟପିଲା ଲକ୍ଷେ ଟଙ୍କା

ପୁଣି ସମସ୍ତ ରେକର୍ଡ ଭାଙ୍ଗି ୧ ଲକ୍ଷ ଟଙ୍କା ଟପିଲା ସୁନା ଦର । ଜୁନ୍‌ ୧୩ ଅର୍ଥାତ୍‌ ଶୁକ୍ରବାର ସୁନା ଦାମ୍‌ ପୁଣି ସଭିଁଙ୍କ ଚିନ୍ତା ବଢାଇ ଦେଇଛି ।

୨୪ କ୍ୟାରେଟ୍‌ ୧୦ ଗ୍ରାମ୍‌ ସୁନା ଦାମ୍‌ ୧,୦୧,୪୦୦ ଟଙ୍କାରେ ପହଞ୍ଚିଛି । ଗତକାଲି ଏହା ୯୯,୨୮୦ ଟଙ୍କା ଥିଲା । ଏଥିରେ ୨,୧୨୦ ଟଙ୍କା ବୃଦ୍ଧି ହୋଇଛି ।

୨୨ କ୍ୟାରେଟ୍‌ ସୁନା ଦାମ୍‌ ୧୦ ଗ୍ରାମ୍‌କୁ ୯୨,୯୫୦ ଟଙ୍କା ହୋଇଛି । ଗତକାଲି ୯୧,୦୦୦ ଟଙ୍କା ଥିଲା । ଏଥିରେ ୧,୯୫୦ ଟଙ୍କା ବୃଦ୍ଧି ହୋଇଛି ।

Gold price crosses Rs 1 lakh mark

୧୮ କ୍ୟାରେଟ୍‌ ସୁନା ଦାମ୍‌ ୭୬,୦୫୦ ଟଙ୍କା ରହିଛି । ଗତକାଲି ୭୪,୪୬୦ ଟଙ୍କା ଥିଲା । ଏଥିରେ ୧,୫୯୦ ଟଙ୍କା ବୃଦ୍ଧି ହୋଇଛି ।

ସେହିପରି ରୁପା ଦାମ୍‌ ମଧ୍ୟ ବୃଦ୍ଧି ପାଇଛି । ୧୦୦ ଗ୍ରାମ୍‌ ରୁପା ଦାମ୍‌ ୧୨,୦୦୦ ଟଙ୍କାରେ ପହଞ୍ଚିଛି । ଗତକାଲି ୧୧,୮୯୦ ଟଙ୍କା ଥିଲା । ଏଥିରେ ୧୧୦ ଟଙ୍କା ବୃଦ୍ଧି ହୋଇଛି ।

ପ୍ରଥମେ ଏପ୍ରିଲ ୨୨ରେ ପ୍ରଥମ ଥର ସୁନା ଦାମ୍‌ ୧ ଲକ୍ଷ ଟଙ୍କା ଅତିକ୍ରମ କରିଥିଲା ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+