ଜାଣନ୍ତୁ କାନ୍ଦିବା ଦେହ ପାଇଁ ଭଲ ନା ଖରାପ!

ଯେମିତି ହସିବା ଆମ ସ୍ବାସ୍ଥ୍ୟପକ୍ଷେ ଲାଭଦାୟକ ହୋଇଥାଏ । ସେହିପରି ବେଳେବେଳେ କାନ୍ଦିବା ମଧ୍ୟ ଆମ ସ୍ବାସ୍ଥ୍ୟପକ୍ଷେ ଲାଭଦାୟକ ହୋଇଥାଏ । ଏକ ରିସର୍ଚ୍ଚ ଅନୁଯାଇ କେବେକେବେ କାନ୍ଦିବା ଆମ ସ୍ବାସ୍ଥ୍ୟ ପାଇଁ ଖୁବ୍ ଲାଭଦାୟକ ହୋଇଥାଏ । ଆମେ ଆଜି ଆପଣଙ୍କ ଜଣାଇବୁ କାନ୍ଦିବାରୁ ମିଳୁଥିବା ୫ଟି ଫାଇଦା ବିଷୟରେ -

• ଆଖିର ମେମବ୍ରେନ୍ ସୁଖି ଯିବା କାରଣରୁ ଆଖିର ଆଲୋକ ଦୁର୍ବଳ ହୋଇଯାଇଥାଏ । ଆପଣଙ୍କର ଲୁହ ଏହାକୁ ଶୁଖିବାକୁ ଦିଏ ନାହିଁ ଯାହା ଦ୍ବାରା ଅପଣଙ୍କର ଆଖିର ଆଲୋକ ଠିକ୍ ରହିଥାଏ ।

Crying

• ଲୁହରେ ଲୋସୋଜମ୍ ନାମକ ଏକ ପ୍ରକାର ତତ୍ବ ରହିଥାଏ ଯାହା ବାହାରର ବ୍ୟାକ୍ଟେରିଆଙ୍କୁ ମାରିବାରେ ୯୦ ପ୍ରତିଶତ ସଫଳ ହୋଇଥାଏ ।

• ଯଦି ଆପଣ କିଛି ଦୁଶ୍ଚିନ୍ତାରେ ଅଛନ୍ତି ଏବଂ କାନ୍ଦୁଛନ୍ତି ତେବେ ଲୁହ ସହିତ ଆଡ୍ରେନୋକୋଟିକୋଟ୍ରୋପିକ୍ ଏବଂ ଲିଉସିନ୍ ନାମକ ହରମୋନ୍ ବାହାରିଥାଏ ଯାହା ଦ୍ବାରା ଦୁଶ୍ଚିନ୍ତା ଦୂର ହୋଇଥାଏ ।

• କାନ୍ଦିବା ଦ୍ବାରା ମସ୍ତିଷ୍କ ଏବଂ ହୃଦୟ ଠିକ୍ ଭାବେ କାର୍ୟ୍ୟ କରିଥାଏ ।

• ଲୁହ ଆପଣଙ୍କର ନିରାସପଣକୁ ଦୂରକରିଥାଏ । ଏହା ଦ୍ବାରା ଅପଣଙ୍କ ମନକୁ ଶାନ୍ତି ମିଳିଥାଏ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+