ପେଟ୍ରୋଲ ଏବଂ ଡିଜେଲ ଦାମରେ ପରିବର୍ତ୍ତନ,ଜାଣନ୍ତୁ କ’ଣ ରହିଛି ମୂଲ୍ୟ ?
ପେଟ୍ରୋଲ ଏବଂ ଡିଜେଲ ଦାମରେ ସାମାନ୍ୟ ପରିବର୍ତ୍ତନ । ଅଏଲ ମାର୍କେଟିଂ କମ୍ପାନୀମାନେ ଦେଶର ସମସ୍ତ ରାଜ୍ୟ ପାଇଁ ପେଟ୍ରୋଲ-ଡିଜେଲ ଦାମ୍ ଜାରି କରିଦେଇଛନ୍ତି । କିନ୍ତୁ ଆଜି ପେଟ୍ରୋଲ ଓ ଡିଜେଲ ମୂଲ୍ୟ ପରିବର୍ତ୍ତନ ହୋଇଛି । ପ୍ରତିଦିନ ତେଲର ନୂଆ ଦର ନିର୍ଦ୍ଧାରଣ କରାଯାଇଥାଏ । ହେଲେ ଭୁବନେଶ୍ୱରରେ କମିଛି ପେଟ୍ରୋଲ ଏବଂ ଡିଜେଲ ଦାମ୍ । ଆଜି ଭୁବନେଶ୍ୱରରେ ପେଟ୍ରୋଲ ଦର ୧୦୧.୧୬ ଟଙ୍କା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା ୯୨.୭୪ ପଇସା ରହିଛି ।
ସେହିପରି ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୯୪ ଟଙ୍କା ୭୭ ପଇସା ଓ ଡିଜେଲ ଦର ୮୭ ଟଙ୍କା ୬୭ ପଇସା ହୋଇଛି । ମୁମ୍ବାଇରେ ପେଟ୍ରୋଲ ଲିଟର ପିଛା ୧୦୩ ଟଙ୍କା ୫୦ ପଇସା ହୋଇଥିବା ବେଳେ ଡିଜେଲ ଲିଟର ପିଛା ୯୦.୦୩ ଟଙ୍କା ରହିଛି । ସେହିପରି କୋଲକାତାରେ ପେଟ୍ରୋଲ ଦର ୧୦୫. ୪୧ ଟଙ୍କା ଥିବାବେଳେ ଡିଜେଲ ଦର ୯୨ ଟଙ୍କା ୦୨ ପଇସା ରହିଛି । ଚେନ୍ନାଇରେ ପେଟ୍ରୋଲ ଦର ୧୦୦ ଟଙ୍କା ୯୦ ପଇସା ଥିବା ବେଳେ ଡିଜେଲ ଦାମ ୯୨ ଟଙ୍କା ୪୯ ପଇସା ରହିଛି ।
ପ୍ରତ୍ୟେକ ଦିନ ସକାଳ ୬ଟାରେ ପେଟ୍ରୋଲ ଏବଂ ଡିଜେଲ୍ ଦାମରେ ପରିବର୍ତ୍ତନ ହୋଇଥାଏ । ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଡିଲର କମିଶନ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ପ୍ରାୟ ଦ୍ୱିଗୁଣିତ ହୁଏ । ବୈଦେଶିକ ମୂଲ୍ୟ ସହିତ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ମୂଲ୍ୟ ଉପରେ ନିର୍ଭର କରି ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପ୍ରତିଦିନ ବଦଳିଥାଏ ।

-
୩୧ ରାଜ୍ୟସଭା ସାଂସଦ କୋଟିପତି -
କାରଣ ଦର୍ଶାଅ ନୋଟିସ୍ର ଉତ୍ତର ରଖିଲେ ବିଜେଡିର ୬ ବିଧାୟକ, କହିଲେ ନୋଟିସ୍ ପ୍ରତ୍ୟାହାର କରନ୍ତୁ, ନଚେତ୍... -
ଗ୍ରାହକଙ୍କ ପାଇଁ ଖୁସି ଖବର; ଏକାଥରକେ ଏତିକି ଟଙ୍କା କମିଲା ସୁନା ଦର -
ହଠାତ୍ ଆମେରିକାର ଚିନ୍ତା ବଢାଇ ଦେଲା ଇରାନ, ଡିଏଗୋ ଗାର୍ସିଆ' ଉପରେ ଇରାନର କ୍ଷେପଣାସ୍ତ୍ର ମାଡ଼ -
ଆସୁଛି କାଳବୈଶାଖୀ, ଝଡ଼ବର୍ଷା ପାଇଁ ୬ ଜିଲ୍ଲାକୁ ଅରେଞ୍ଜ ଓ୍ବାର୍ଣ୍ଣିଂ -
ବନ୍ଦ ହେବ ଇରାନ ଆମେରିକା ଯୁଦ୍ଧ, ସଙ୍କେତ ଦେଲେ ଆମେରିକା ରାଷ୍ଟ୍ରପତି -
ଆୟର୍ଲାଣ୍ଡ ସହ ଦୁଇଟି ସୀମିତ ଓଭର ମ୍ୟାଚ୍ ଖେଳିବ ଭାରତ -
ଭୁବନେଶ୍ୱର CRP ଛକ ନିକଟ ମାର୍କେଟ୍ କମ୍ପ୍ଲେକ୍ସରେ ଭୟଙ୍କର ଅଗ୍ନିକାଣ୍ଡ -
ଇରାନକୁ କଡ଼ା ଚେତାବନୀ ଦେଲେ ୟୁରୋପୀୟ ଦେଶ -
ପ୍ରେମାନନ୍ଦ ମହାରାଜ ଜୀଙ୍କୁ ଭେଟିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ -
ଚିଠି ଗୋଟେ ଅଫିସରୁ ବସି ଟାଇପ୍ ହୋଇଛି, ଏମାନେ ଦସ୍ତଖତ କରିଛନ୍ତି ; ପ୍ରମିଳା ମଲ୍ଲିକ -
ମୁଖ୍ୟମନ୍ତ୍ରୀଙ୍କ ବଡ଼ ନିଷ୍ପତ୍ତି; ଚୁକ୍ତିଭିତ୍ତିକ ସ୍କିମାଟିକ୍ ଜୁନିୟର ଶିକ୍ଷକଙ୍କୁ ନିୟମିତ କର୍ମଚାରୀ ମାନ୍ୟତା










Click it and Unblock the Notifications