Diwali 2025: ଦୂର ହେଲା ଦ୍ୱନ୍ଦ୍ୱ, ଜାଣନ୍ତୁ କେବେ ପାଳିବେ ଦୀପାବଳି ?
କେଉଁ ଦିନ ପାଳିବେ ଦୀପାବଳୀ ବା ପୟାଶ୍ରାଦ୍ଧ । କେଉଁ ତାରିଖରେ ଏହାକୁ ପାଳନ କରାଯିବ ତାକୁ ନେଇ ସୃଷ୍ଟି ହୋଇଛି ଦ୍ଵନ୍ଦ । ରାଧାରମଣ ପ୍ରେସ ପଞ୍ଜିକା ଆଦି ମୁକ୍ତି ମଣ୍ଡପ ସ୍ଵୀକୃତ ପଞ୍ଜିକାରେ ଅକ୍ଟୋବର ୨୦ ତାରିଖ ଉଲ୍ଲେଖ ରହିଥିବା ବେଳେ ୨୧ ତାରିଖରେ ପାଳନ ପାଇଁ ଅନ୍ୟ ପଞ୍ଜିକାରେ ଉଲ୍ଲେଖ ରହିଛି।

ତେବେ ବରିଷ୍ଠ ଜ୍ୟୋତିର୍ବିଦ ହରିଶଙ୍କର ମିଶ୍ରଙ୍କ କହିବା ଅନୁଯାୟୀ, ୨୦ ତାରିଖ ନୁହେଁ ବରଂ ୨୧ ତାରିଖରେ ପୟା ଶ୍ରାଦ୍ଧ ପାଳନ ହେବ। ୨୦ ତାରିଖ ଦିନ ୩ ଟା ୪୫ ପର ଠାରୁ ପର ଦିନ ଅର୍ଥାତ୍ ଅକ୍ଟୋବର ୨୧ ତାରିଖ ୫ ଟା ୫୪ ପର୍ଯ୍ୟନ୍ତ ଅମାବାସ୍ୟା ରହିଛି। ତେବେ ଯେଉଁମାନେ ମହାଳୟା ଅମାବାସ୍ୟାରେ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ଶ୍ରାଦ୍ଧ ଦେଇ ପାରନ୍ତି ନାହିଁ, ସେମାନେ ମହାଳୟା ଅମାବାସ୍ୟାରେ ଶ୍ରାଦ୍ଧ ଦେଇଥାନ୍ତି। ଦିନରେ ମହାଳୟା ଶ୍ରାଦ୍ଧ ଦେବା ପରେ ରାତିରେ ଦୀପ ଦାନ କରିଥାନ୍ତି। କିନ୍ତୁ ୨୦ ତାରିଖରେ ଦିନ ତମାମ ଚତୁର୍ଦ୍ଦଶୀ ରହୁଥିବାରୁ କିଭଳି ସେଦିନ ପୟା ଶ୍ରାଦ୍ଧ ହେବ ସେନେଇ ପ୍ରଶ୍ନ ଉଠାଇଛନ୍ତି ହରିଶଙ୍କର ମିଶ୍ର।
More From
-
ରିଲ୍ସ ନିଶା, ବୃଦ୍ଧ ବାପାଙ୍କୁ ବସ୍ତାରେ ବାନ୍ଧି କୋରିଅର୍ରେ ପାର୍ସଲ କଲା ଝିଅ -
ଡାଲମାରୁ ବାହାରିଲା ସାପ, ଲୋକେ ଛାନିଆ, ସ୍ଵାସ୍ଥ୍ୟ ପରୀକ୍ଷା ପାଇଁ ୪୦ରୁ ଊର୍ଦ୍ଧ୍ବ ଲୋକଙ୍କ ଲମ୍ବା ଲାଇନ -
ସୁପ୍ରିମକୋର୍ଟରେ ଦାରା ସିଂ ମାମଲାର ଶୁଣାଣି, ରାଜ୍ୟ ସରକାରଙ୍କ ପକ୍ଷରୁ ପକ୍ଷ ରଖିଲେ AG ପୀତାମ୍ବର ଆଚାର୍ଯ୍ୟ -
ସଂସଦୀୟ କମିଟି କଲା ସୁପାରିଶ , ଇପିଏଫଓ ପେନସନ ପରିମାଣ ତିନି ଗୁଣ ବୃଦ୍ଧି କରିବାକୁ ଯାଉଛନ୍ତି ସରକାର -
କ୍ରସ ଭୋଟିଂ କରିଥିଲେ, ଏବେ ବଢ଼ିଲା ଅଡ଼ୁଆ, 3 ବିଧାୟକଙ୍କ ସଭ୍ୟପଦ ରଦ୍ଦ ପାଇଁ ବାଚସ୍ପତିଙ୍କ ନିକଟରେ କଂଗ୍ରେସର ଆବେଦନ -
ଭାରତ ପାକିସ୍ତାନ ମଧ୍ୟରେ ପରମାଣୁ ଯୁଦ୍ଧ ଆଶଙ୍କା ,' ପ୍ରକାଶ କଲା ଆମେରିକାର ଗୁଇନ୍ଦା ରିପୋର୍ଟ -
ମୁନ୍ଦ୍ରା ପୋର୍ଟରେ ପହଞ୍ଚିଲା 'ଜଗ ଲାଡକୀ' ଇରାନ-ଇସ୍ରାଏଲ ମଧ୍ୟରେ ମିସାଇଲ ମାଡ଼ ଓ ଉତ୍ତେଜନା ଭିତରୁ ୮୦, ୮୦୦ ଟନ..... -
ଆଜିଠୁ ମାଟ୍ରିକ୍ ଖାତାଦେଖା, ମେରେ ରେଜଲ୍ଟ -
ବିଧାନସଭାରେ ଆମ ସଂଖ୍ୟା ୯୩;ସନ୍ତୋଷ ଖଟୁଆ -
୨୪ ଘଣ୍ଟାରେ ବ୍ୟାକଫୁଟକୁ ଗଲେ ଟ୍ରମ୍ପ, ଏହି ଦେଶର ତୈଳ କିମ୍ବା ଗ୍ୟାସ ଉପରେ...... -
ଯଦି ଶାସନ ପରିବର୍ତ୍ତନ ଲକ୍ଷ୍ୟ ନୁହେଁ, ତେବେ ଉତ୍ତର କୋରିଆରେ କାହିଁକି ହୁଏ ନିର୍ବାଚନ ? ଜାଣନ୍ତୁ... -
ଅଲୀ ଲାରିଜାନୀ ନିହତ, ଆମେରିକା-ଇସ୍ରାଏଲର ବଡ ଦାବି












Click it and Unblock the Notifications