Health tips: ଉଷୁମ ପାଣିରେ ସୁଣ୍ଠି ମିଶାଇ ପିଅନ୍ତୁ , ଶରୀରରୁ ଦୂର ହେବ ଏହି ସବୁ ସମସ୍ୟା

ଆପଣଙ୍କର ଛାତିରେ କଫ ଜମୁଛି କି ? ଆଜମା, କାଶ କାରଣରୁ ଅସୁବିଧା ଭୋଗୁଛନ୍ତି କି ? ଯଦି ଏଭଳି କିଛି ସମସ୍ୟାର ସମ୍ମୁଖିନ ହେଉଛନ୍ତି ତେବେ ଉଷୁମ ପାଣିରେ ସୁଣ୍ଠି ଗୁଣ୍ଡ ମିଶାଇ ପିଅନ୍ତୁ । ସକାଳୁ ଖାଲି ପେଟରେ ଉଷୁମ ପାଣି ସହିତ ଶୁଣ୍ଠି ଗୁଣ୍ଡ ଖାଇଲେ ମିଳିଥାଏ ଅନେକ ସୁଫଳ ।

Dry Ginger Saunth Powder Nutrition Health Benefits

ଏହା ମ୍ୟୁକୋଲାଇଟିସ୍‌ ଭାବେ କାର୍ଯ୍ୟ କରିଥାଏ ।ଏହାଦ୍ୱାରା ଫୁସ୍‌ଫୁସ୍‌ରେ ଜମିଥିବା କଫ ତରଳି ବାହାରି ଯାଇଥାଏ । ଫଳରେ କାଶରୁ ମୁକ୍ତି ମିଳେ । ଆଜ୍‌ମା ରୋଗୀ ସକାଳୁ ଏପରି ନିୟମିତ କଲେ ଏଥିରୁ ମୁକ୍ତି ମିଳେ । ଉଷୁମ ପାଣି ସକାଳୁ ପିଇଲେ ରକ୍ତ ସଞ୍ଚାଳନ ଭଲ ଭାବେ ହୋଇଥାଏ । ଏହାଦ୍ୱାରା ହାର୍ଟ ଆଟାକ୍‌ର ଆଶଙ୍କା ଦୂର ହୁଏ । ଶୁଣ୍ଠି ବଦହଜମୀ, ଏସିଡିଟିରୁ ଦୂରେଇ ରଖିବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥାଏ । ନିୟମିତ ଏପରି କଲେ ମେଦବହୁଳତା ଆଶଙ୍କା ଦୂର ହୋଇଥାଏ । ସେହିପରି କିଡ୍‌ନୀ ସମସ୍ୟାରୁ ଏହା ଦୂରେଇ ରଖିଥାଏ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+