Get Updates
Get notified of breaking news, exclusive insights, and must-see stories!

FUEL RATE: ପେଟ୍ରୋଲ-ଡିଜେଲର ନୂଆ ରେଟ୍, ଚେକ୍ କରନ୍ତୁ ଆଜିର ମୂଲ୍ୟ...

ପ୍ରତ୍ୟେକ ଦିନ କେବଳ ସୂର୍ଯ୍ୟ କିରଣ ସହିତ ଆରମ୍ଭ ହୁଏ ନାହିଁ, ବରଂ ପେଟ୍ରୋଲ ଏବଂ ଡିଜେଲର ନୂତନ ମୂଲ୍ୟ ସହିତ ମଧ୍ୟ ଆରମ୍ଭ ହୁଏ, ଯାହା ସିଧାସଳଖ ସାଧାରଣ ଲୋକଙ୍କ ପକେଟକୁ ପ୍ରଭାବିତ କରେ।

ସକାଳ ୬ଟାରେ, ଦେଶର ତୈଳ ବିପଣନ କମ୍ପାନୀଗୁଡ଼ିକ (OMCs) ସର୍ବଶେଷ ଦର ପ୍ରକାଶ କରନ୍ତି, ଯାହା ଆନ୍ତର୍ଜାତୀୟ ଅଶୋଧିତ ତୈଳ ମୂଲ୍ୟରେ ପରିବର୍ତ୍ତନ ଏବଂ ଡଲାର-ଟଙ୍କା ବିନିମୟ ହାର ଉପରେ ଆଧାରିତ। ଏହି ପରିବର୍ତ୍ତନଗୁଡ଼ିକ ଦୈନନ୍ଦିନ ଜୀବନକୁ ପ୍ରଭାବିତ କରେ - ସେ ଅଫିସ ଯାଉଥିବା ବ୍ୟକ୍ତି ହୁଅନ୍ତୁ କିମ୍ବା ଫଳ ଏବଂ ପନିପରିବା ବିକ୍ରେତା ହୁଅନ୍ତୁ।

ଆଜି ଅର୍ଥାତ୍ ଅଏଲ ମାର୍କେଟିଂ କମ୍ପାନୀମାନେ ଦେଶର ସମସ୍ତ ରାଜ୍ୟ ପାଇଁ ପେଟ୍ରୋଲ-ଡିଜେଲ ଦାମ୍ ଜାରି କରିଦେଇଛନ୍ତି । ତେବେ ପ୍ରମୁଖ ସହର ଗୁଡିକରେ ପେଟ୍ରୋଲ ଓ ଡିଜେଲ ମୂଲ୍ୟରେ ପରିବର୍ତ୍ତନ ହୋଇନି ।

FUEL RATES New petrol and diesel rates check today s prices

ପ୍ରତିଦିନ ତେଲର ନୂଆ ଦର ନିର୍ଦ୍ଧାରଣ କରାଯାଇଥାଏ । ଆଜି ଭୁବନେଶ୍ୱରରେ ପେଟ୍ରୋଲ ଦର ୧୦୦ .୯୩ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା ୯୨. ୫୧ ପଇସା ରହିଛି ।

ସେହିପରି ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୯୪ ଟଙ୍କା ୭୭ ପଇସା ଓ ଡିଜେଲ ଦର ୮୭ ଟଙ୍କା ୬୭ ପଇସା ହୋଇଛି । ମୁମ୍ବାଇରେ ପେଟ୍ରୋଲ ଲିଟର ପିଛା ୧୦୩ ଟଙ୍କା ୫୦ ପଇସା ହୋଇଥିବା ବେଳେ ଡିଜେଲ ଲିଟର ପିଛା ୯୦.୦୩ ଟଙ୍କା ରହିଛି ।

ସେହିପରି କୋଲକାତାରେ ପେଟ୍ରୋଲ ଦର ୧୦୫. ୪୧ ଟଙ୍କା ଥିବାବେଳେ ଡିଜେଲ ଦର ୯୨ ଟଙ୍କା ୦୨ ପଇସା ରହିଛି । ଚେନ୍ନାଇରେ ପେଟ୍ରୋଲ ଦର ୧୦୦ ଟଙ୍କା ୯୦ ପଇସା ଥିବା ବେଳେ ଡିଜେଲ ଦାମ ୯୨ ଟଙ୍କା ୪୯ ପଇସା ରହିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+