ଧୀରେ ଧୀରେ କମୁଛି ସୁନା ଏବଂ ରୁପା ଦର, ଗହଣା କିଣିବା ପୂର୍ବରୁ ଜାଣନ୍ତୁ ଏହାର ମୂଲ୍ୟ
ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର । ତେବେ ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜିର ସୁନା ଦର ।
ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୨୫,୦୮୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୧୪,୬୫୦ ଟଙ୍କା ଛୁଇଁଛି । ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୨୫,୦୮୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ହଜାର ୧,୧୪,୬୫୦ ଟଙ୍କାକୁ ପହଞ୍ଚିଛି । ସେହିପରି ମୁମ୍ବାଇରେ ୨୪ କ୍ୟାରେଟ୍ ମୂଲ୍ୟ ୧,୨୫,୦୮୦ ଟଙ୍କା ଓ ୨୨ କ୍ୟାରେଟ୍ ମୂଲ୍ୟ ୧,୧୪,୬୫୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ୧,୨୫,୨୩୦ ଟଙ୍କା ଓ ୨୨ କ୍ୟାରେଟ୍ ୧,୧୪,୮୦୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରେଟ ମୂଲ୍ୟ ୧,୨୬,୦୦୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୧,୧୫, ୫୦୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୧,୨୫,୦୮୦ ଓ ୧,୧୪,୬୫୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୧, ୬୯,୦୦୦ ଟଙ୍କା ହୋଇଛି ।

କେମିତି ଜାଣିବେ ସୁନାର ଶୁଦ୍ଧତା ଜାଣନ୍ତୁ -
ଯଦି ଆପଣ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତେବେ ଆପଣ 'BIS Care app'ରେ ଯାଞ୍ଚ କରିପାରିବେ । ସୁନାର ଲାଇସେନ୍ସ ନମ୍ବର, ହଲମାର୍କ କିମ୍ବା ପଞ୍ଜୀକରଣ ସଂଖ୍ୟା ଭୁଲ ଥିଲେ, ଆପଣ ସିଧାସଳଖ ସରକାରଙ୍କ ନିକଟରେ ଅଭିଯୋଗ କରିପାରିବେ । ଅଭିଯୋଗ କରିବା ପରେ ଏହି ପ୍ରସଙ୍ଗରେ କ'ଣ ପଦକ୍ଷେପ ନିଆଯାଇଛି ସେ ସମ୍ବନ୍ଧରେ ମଧ୍ୟ ସୂଚନା ପାଇପାରିବେ ।
-
ଡାଲମାରୁ ବାହାରିଲା ସାପ, ଲୋକେ ଛାନିଆ, ସ୍ଵାସ୍ଥ୍ୟ ପରୀକ୍ଷା ପାଇଁ ୪୦ରୁ ଊର୍ଦ୍ଧ୍ବ ଲୋକଙ୍କ ଲମ୍ବା ଲାଇନ -
୨୪ ଘଣ୍ଟାରେ ବ୍ୟାକଫୁଟକୁ ଗଲେ ଟ୍ରମ୍ପ, ଏହି ଦେଶର ତୈଳ କିମ୍ବା ଗ୍ୟାସ ଉପରେ...... -
ଗ୍ରାହକଙ୍କ ପାଇଁ ଖୁସି ଖବର; ଏକାଥରକେ ଏତିକି ଟଙ୍କା କମିଲା ସୁନା ଦର -
ରିଲ୍ସ ନିଶା, ବୃଦ୍ଧ ବାପାଙ୍କୁ ବସ୍ତାରେ ବାନ୍ଧି କୋରିଅର୍ରେ ପାର୍ସଲ କଲା ଝିଅ -
ଭାରତ ପାକିସ୍ତାନ ମଧ୍ୟରେ ପରମାଣୁ ଯୁଦ୍ଧ ଆଶଙ୍କା ,' ପ୍ରକାଶ କଲା ଆମେରିକାର ଗୁଇନ୍ଦା ରିପୋର୍ଟ -
ଆସୁଛି କାଳବୈଶାଖୀ, ଝଡ଼ବର୍ଷା ପାଇଁ ୬ ଜିଲ୍ଲାକୁ ଅରେଞ୍ଜ ଓ୍ବାର୍ଣ୍ଣିଂ -
LPG ସଙ୍କଟକୁ ନେଇ ବଡ଼ କଥା କହିଲେ ସରକାର,‘ଡୋରଷ୍ଟେପ... -
କାରଣ ଦର୍ଶାଅ ନୋଟିସ୍ର ଉତ୍ତର ରଖିଲେ ବିଜେଡିର ୬ ବିଧାୟକ, କହିଲେ ନୋଟିସ୍ ପ୍ରତ୍ୟାହାର କରନ୍ତୁ, ନଚେତ୍... -
ମୁଁ ଆମ ଦଳର ସୁପ୍ରିମୋ ନବୀନ ବାବୁଙ୍କ ନିର୍ଦ୍ଦେଶରେ ଭୋଟ୍ ଦେଇଛି; ସୁବାସିନୀ ଜେନା -
ଭୁବନେଶ୍ୱର CRP ଛକ ନିକଟ ମାର୍କେଟ୍ କମ୍ପ୍ଲେକ୍ସରେ ଭୟଙ୍କର ଅଗ୍ନିକାଣ୍ଡ -
ଏମ୍ଏସ୍ ଧୋନିଙ୍କ ନାଁରେ ଥିବା କ୍ରିକେଟ ଷ୍ଟାଡିୟମ ସିଲ୍ -
ଆଜିଠୁ ମାଟ୍ରିକ୍ ଖାତାଦେଖା, ମେରେ ରେଜଲ୍ଟ












Click it and Unblock the Notifications