Get Updates
Get notified of breaking news, exclusive insights, and must-see stories!

ପୁଣି ଉପରମୁହାଁ ହେଲା ସୁନା ଏବଂ ରୁପା ଦର, ଗହଣା କିଣିବା ପୂର୍ବରୁ ଜାଣନ୍ତୁ ଦାମ୍

ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର । ତେବେ ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜିର ସୁନା ଦର ।

Gold and silver prices have risen again

ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୨୬,୨୮୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୧୫,୭୫୦ ଟଙ୍କା ଛୁଇଁଛି । ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୨୬,୨୮୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ହଜାର ୧,୧୫,୭୫୦ ଟଙ୍କାକୁ ପହଞ୍ଚିଛି । ସେହିପରି ମୁମ୍ବାଇରେ ୨୪ କ୍ୟାରେଟ୍ ମୂଲ୍ୟ ୧,୨୬,୨୮୦ ଟଙ୍କା ଓ ୨୨ କ୍ୟାରେଟ୍ ମୂଲ୍ୟ ୧,୧୫,୭୫୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ୧,୨୬,୪୩୦ ଟଙ୍କା ଓ ୨୨ କ୍ୟାରେଟ୍ ୧,୧୫,୯୦୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରେଟ ମୂଲ୍ୟ ୧,୨୭ ,୬୪୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୧,୧୭, ୦୦୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୧,୨୬,୨୮୦ ଓ ୧,୧୫,୭୫୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୧, ୬୦,୦୦୦ ଟଙ୍କା ହୋଇଛି ।

କେମିତି ଜାଣିବେ ସୁନାର ଶୁଦ୍ଧତା ଜାଣନ୍ତୁ -

ଯଦି ଆପଣ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତେବେ ଆପଣ 'BIS Care app'ରେ ଯାଞ୍ଚ କରିପାରିବେ । ସୁନାର ଲାଇସେନ୍ସ ନମ୍ବର, ହଲମାର୍କ କିମ୍ବା ପଞ୍ଜୀକରଣ ସଂଖ୍ୟା ଭୁଲ ଥିଲେ, ଆପଣ ସିଧାସଳଖ ସରକାରଙ୍କ ନିକଟରେ ଅଭିଯୋଗ କରିପାରିବେ । ଅଭିଯୋଗ କରିବା ପରେ ଏହି ପ୍ରସଙ୍ଗରେ କ'ଣ ପଦକ୍ଷେପ ନିଆଯାଇଛି ସେ ସମ୍ବନ୍ଧରେ ମଧ୍ୟ ସୂଚନା ପାଇପାରିବେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+