ପୁଣି ବଢିଲା ସୁନା ଦର;୨୪ କ୍ୟାରେଟ୍ ସୁନା ଦାମ୍ ୧୦ ଗ୍ରାମ୍କୁ ୯୫,୫୧୦ ଟଙ୍କା
ପୁଣି ବଢିଲା ସୁନା ଦର। ମେ' ୧୯ ଅର୍ଥାତ୍ ସୋମବାର ସୁନା ଦର ପରିବର୍ତ୍ତନ ହେବା ସହ ବୃଦ୍ଧି ପାଇଛି। ୨୪ କ୍ୟାରେଟ୍ ସୁନା ଦାମ୍ ୧୦ ଗ୍ରାମ୍କୁ ୯୫,୫୧୦ ଟଙ୍କା ରହିଛି । ଗତକାଲି ଏହା ୯୫, ୧୩୦ ଟଙ୍କା ଥିଲା । ଏଥିରେ ୩୮୦ ଟଙ୍କା ବୃଦ୍ଧି ପାଇଛି ।
୨୨ କ୍ୟାରେଟ୍ ସୁନା ଦାମ୍ ୧୦ ଗ୍ରାମ୍କୁ ୮୭,୫୫୦ ଟଙ୍କା ରହିଛି । ଗତକାଲି ୮୭,୨୦୦ ଥିଲା । ଏଥିରେ ୩୫୦ ଟଙ୍କା ବୃଦ୍ଧି ହୋଇଛି ।
୧୮ କ୍ୟାରେଟ୍ ସୁନା ଦର ୧୦ ଗ୍ରାମ୍କୁ ୭୧,୬୩୦ ଟଙ୍କା ରହିଛି । ଗତକାଲି ଏହା ୭୧,୩୫୦ ଟଙ୍କା ଥିଲା । ଏଥିରେ ୨୮୦ ଟଙ୍କା ବୃଦ୍ଧି ହୋଇଛି ।

ସେହିପରି ରୁପା ଦାମ୍ ମଧ୍ୟ ବୃଦ୍ଧି ପାଇଛି । ୧୦୦ ଗ୍ରାମ୍ ରୁପା ଦାମ୍ ୧୦,୯୦୦ ରହିଛି । ଗତକାଲି ଏହା ୧୦,୮୦୦ ଥିଲା । ଏଥିରେ ୧୦୦ ଟଙ୍କା ବୃଦ୍ଧି ପାଇଛି ।












Click it and Unblock the Notifications