Gold Rate: ପୁଣି ବଢିଲା ସୁନା ଦାମ୍
କିଛି ଦିନ ତଳେ ସୁନା ଦର ହ୍ରାସ ହୋଇଥିବା ବେଳେ ପୁଣି ଥରେ ବଢିବାରେ ଲାଗିଛି ଦାମ୍ । ମେ' ୨୨ ଅର୍ଥାତ୍ ଗୁରୁବାର ପୁଣି ବଢିଛି ସୁନା ଦାମ୍ ।
୨୪ କ୍ୟାରେଟ୍ ସୁନା ଦାମ୍ ୧୦ ଗ୍ରାମ୍କୁ ୯୭,୯୧୦ ଟଙ୍କା ରହିଛି । ଗତକାଲି ଏହା ୯୭,୪୨୦ ଟଙ୍କା ଥିଲା । ଏଥିରେ ୪୯୦ ଟଙ୍କା ବୃଦ୍ଧି ହୋଇଛି ।
୨୨ କ୍ୟାରେଟ୍ ସୁନା ଦାମ୍ ୧୦ ଗ୍ରାମ୍କୁ ୮୯,୭୫୦ ଟଙ୍କା ରହିଛି । ଗତକାଲି ଏହା ୮୯,୩୦୦ ଥିଲା । ଏଥିରେ ୪୫୦ ଟଙ୍କା ବୃଦ୍ଧି ହୋଇଛି ।

୧୮ କ୍ୟାରେଟ୍ ସୁନା ଦାମ୍ ୧୦ ଗ୍ରାମ୍କୁ ୭୩,୪୪୦ ଟଙ୍କା ରହିଛି । ଗତକାଲି ଏହା ୭୩,୦୭୦ ଟଙ୍କା ଥିଲା । ଏଥିରେ ୩୭୦ ଟଙ୍କା ବୃଦ୍ଧି ହୋଇଛି ।
ସେହିପରି ରୁପା ଦାମ୍ ମଧ୍ୟ ବୃଦ୍ଧି ପାଇଛି । ୧୦୦ ଗ୍ରାମ୍ ରୁପା ଦାମ୍ ୧୧,୨୦୦ ରହିଛି । ଗତକାଲି ୧୧,୧୦୦ ଥିଲା । ଏଥିରେ ୧୦୦ ଟଙ୍କା ବୃଦ୍ଧି ହୋଇଛି ।
More From
-
ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା, ପଠାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ -
ଯୁଦ୍ଧ ଭିତରେ ଋଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସହ କଥା ହେଲେ ଟ୍ରମ୍ପ, କହିଲେ ଆଲୋଚନା... -
T20 ବିଶ୍ୱକପ: କେତେ ମିଳିଲା ପୁରସ୍କାର ରାଶି ? -
ସୋମବାର ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ -
ମଧ୍ୟପ୍ରାଚ୍ୟରେ ମହା ଭୟଙ୍କର ଯୁଦ୍ଧ, ଇସ୍ରାଏଲର ମିସାଇଲ ମାଡ଼ରେ ଆମେରିକାର ୩୦ କୋଟି ଡଲାର ମୂଲ୍ୟର ଥଡ୍ ରେଡାର ସିଷ୍ଟମ ଧ୍ବଂସ -
ବର୍ଷିଲେ ରାଷ୍ଟ୍ରପତି, ଅସନ୍ତୋଷ ପରେ ମମତା ବାନାର୍ଜୀ ଦେଲେ ପ୍ରତିକ୍ରିୟା -
ବଦଳିଲା ବୁକିଂ ନିୟମ, ଏଣିକି ୨୧ ଦିନ ନ ହେଲେ ମିଳିବନି ନୂଆ ସିଲିଣ୍ଡର -
ଦକ୍ଷିଣ ଲେବାନନ୍ ଉପରେ ପୁନର୍ବାର ଆକ୍ରମଣ କଲା ଇସ୍ରାଏଲ, ଏପର୍ଯ୍ୟନ୍ତ ଯୁଦ୍ଧରେ ୧,୨୩୦ ଲୋକଙ୍କର ମୃତ୍ୟୁ -
ଟି୨୦ ବିଶ୍ୱକପରେ ଇତିହାସ ରଚିଲା ଭାରତ , ଗମ୍ଭୀରଙ୍କ ପାଇଁ ଇନଷ୍ଟା ପୋଷ୍ଟ୍ କଲେ ଧୋନୀ -
ଘରୋଇ ମାଟିରେ ଭାରତର ବଡ଼ ବିଜୟ, ଖୁସିରେ ଝୁମିଲେ ବିରାଟ -
ଭେନେଜୁଏଲାରୁ ୧୦୦ ନିୟୁତ ଡଲାର ମୂଲ୍ୟର ସୁନା ପାଇଛି ଆମେରିକାର ; ଗୃହ ସଚିବ -
ସାବଧାନ! ହାଡ଼କୁ ଦୁର୍ବଳ କରୁଛି ଏହି ସବୁ ଜିନିଷ












Click it and Unblock the Notifications