Gold Rate: ସ୍ଥିର ରହିଛି ସୁନା ଦର, ଜାଣନ୍ତୁ କେଉଁ ସହରରେ କେତେ ଦାମ୍ ?
ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜି ସୁନା ଦର ।
ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧, ୦୩, ୦୪୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୯୪,୪୫୦ ଟଙ୍କା ଛୁଇଁଛି । ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୦୩,୦୪୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ହଜାର ୯୪, ୪୫୦ ଟଙ୍କାକୁ ପହଞ୍ଚିଛି ।

ସେହିପରି ମୁମ୍ବାଇରେ ୨୪ କ୍ୟାରେଟ୍ ମୂଲ୍ୟ ୧, ୦୩,୦୪୦ ଟଙ୍କା ଓ ୨୨ କ୍ୟାରେଟ୍ ମୂଲ୍ୟ ୯୪ ହଜାର ୪୫୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ୧,୦୩,୧୯୦ ଟଙ୍କା ଓ ୨୨ କ୍ୟାରେଟ୍ ୯୪, ୬୦୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରେଟ ମୂଲ୍ୟ ୧,୦୩,୦୪୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୯୪ ହଜାର,୪୫୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୧,୦୩,୦୪୦ ଓ ୯୪,୪୫୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୧, ୧୭,୦୦୦ ଟଙ୍କା ହୋଇଛି ।
କେମିତି ଜାଣିବେ ସୁନାର ଶୁଦ୍ଧତା ଜାଣନ୍ତୁ -
ଯଦି ଆପଣ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତେବେ ଆପଣ 'BIS Care app'ରେ ଯାଞ୍ଚ କରିପାରିବେ ।
ସୁନାର ଲାଇସେନ୍ସ ନମ୍ବର, ହଲମାର୍କ କିମ୍ବା ପଞ୍ଜୀକରଣ ସଂଖ୍ୟା ଭୁଲ ଥିଲେ, ଆପଣ ସିଧାସଳଖ ସରକାରଙ୍କ ନିକଟରେ ଅଭିଯୋଗ କରିପାରିବେ । ଅଭିଯୋଗ କରିବା ପରେ ଏହି ପ୍ରସଙ୍ଗରେ କ'ଣ ପଦକ୍ଷେପ ନିଆଯାଇଛି ସେ ସମ୍ବନ୍ଧରେ ମଧ୍ୟ ସୂଚନା ପାଇପାରିବେ ।
-
ମାର୍ଚ୍ଚ ଶେଷ ସପ୍ତାହରେ ପ୍ରଳୟ କରିବ କାଳବୈଶାଖୀ -
ନିର୍ବାଚନ ସରିଲେ ବାହାହେବେ ବିଜୟ -
ଘରୋଇ ବସ୍ରେ ଅଗ୍ନିକାଣ୍ଡ, ବିଧାୟକ ମଙ୍ଗୁ ଖିଲଙ୍କ ସମେତ ସମସ୍ତ ଯାତ୍ରୀ ସୁରକ୍ଷିତ ଉଦ୍ଧାର -
ନାଟୋ'କୁ ଭୀରୁ କହି ବର୍ଷିଲେ ଆମେରିକା ରାଷ୍ଟ୍ରପତି ଟ୍ରମ୍ପ୍ -
Zomatoରୁ ଖାଇବା ଅର୍ଡର କରିବା ହେଲା ମହଙ୍ଗା, ବଢ଼ିଲା ପ୍ଲାଟଫର୍ମ ଫିସ୍ -
ଓଡ଼ିଆ ଖାଦ୍ୟ ପଖାଳକୁ ମିଳିଲା ଅନ୍ତର୍ଜାତୀୟ ପରିଚୟ -
ଆଜି ପବିତ୍ର ଇଦ୍-ଉଲ୍-ଫିତର୍, ଆଲିଙ୍ଗନ କରି ଜଣାଉଛନ୍ତି ଶୁଭେଚ୍ଛା





Click it and Unblock the Notifications