Gold Rate; କମିଲା ସୁନା ଦର, ଜାଣନ୍ତୁ କେତେ ଅଛି ରେଟ୍ ?

ଗ୍ରାହକଙ୍କ ପାଇଁ ଖୁସି ଖବର। କମିଲା ସୁନା ଦର। ସୋମବାର ଅର୍ଥାତ୍‌ ମେ' ୧୨ ତାରିଖରେ କମିଛି ସୁନା ଦର। ଗତ କିଛି ଦିନ ହେବ ସୁନା ଦର ମୁଣ୍ଡ ବିନ୍ଧାର କାରଣ ପାଲଟିଥିବା ବେଳେ ଏବେ ଆଶ୍ୱସ୍ତି ମିଳିଛି ।

୨୪ କ୍ୟାରେଟ୍‌ ସୁନା ଦାମ୍‌ ୧୦ ଗ୍ରାମ୍‌କୁ ୯୬,୮୮୦ ଟଙ୍କା ରହିଛି । ଗତକାଲି ଏହା ୯୮,୬୮୦ ଥିଲା । ଏଥିରେ ୧୮୦୦ ଟଙ୍କା ହ୍ରାସ ହୋଇଛି ।

୨୨ କ୍ୟାରେଟ୍‌ ସୁନା ଦର ୧୦ ଗ୍ରାମ୍‌କୁ ୮୮,୮୦୦ ଟଙ୍କା ରହିଛି । ଗତକାଲି ଏହା ୯୦,୪୫୦ ଟଙ୍କା ଥିଲା । ଏଥିରେ ୧୬୫୦ ଟଙ୍କା ହ୍ରାସ ହୋଇଛି ।

Gold Rate Low gold price

୧୮ କ୍ୟାରେଟ୍‌ ସୁନା ଦର ୧୦ ଗ୍ରାମ୍‌କୁ ୭୨,୬୬୦ ଟଙ୍କା ରହିଛି । ଗତକାଲି ଏହା ୭୪,୦୧୦ ଟଙ୍କା ଥିଲା । ଏଥିରେ ୧୩୫୦ ଟଙ୍କା ହ୍ରାସ ହୋଇଛି ।

ସେହିପରି ରୁପା ଦାମ୍‌ ମଧ୍ୟ ହ୍ରାସ ହୋଇଛି । ୧୦୦ ଗ୍ରାମ୍‌ ରୁପା ଦାମ୍‌ ୧୦,୯୦୦ ରହିଛି । ଗତକାଲି ଏହା ୧୧,୧୦୦ ଥିଲା । ଏଥିରେ ୨୦୦ ଟଙ୍କା ହ୍ରାସ ହୋଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+