Gold Rate: କମିଲା ସୁନାଦର, କିଣିବା ପୂର୍ବରୁ ଦାମ ଜାଣନ୍ତୁ
ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର । ତେବେ ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜି ସୁନା ଦର ।
ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧, ୦୨, ୨୮୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୯୩,୭୫୦ ଟଙ୍କା ଛୁଇଁଛି । ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୦୨,୨୮୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ହଜାର ୯୩, ୭୫୦ ଟଙ୍କାକୁ ପହଞ୍ଚିଛି ।

ସେହିପରି ମୁମ୍ବାଇରେ ୨୪ କ୍ୟାରେଟ୍ ମୂଲ୍ୟ ୧, ୦୩,୦୪୦ ଟଙ୍କା ଓ ୨୨ କ୍ୟାରେଟ୍ ମୂଲ୍ୟ ୯୪ ହଜାର ୪୫୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ୧,୦୨,୨୮୦ ଟଙ୍କା ଓ ୨୨ କ୍ୟାରେଟ୍ ୯୩, ୭୫୦ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରେଟ ମୂଲ୍ୟ ୧,୦୨,୨୮୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୯୩ ହଜାର,୭୫୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୧,୦୨,୨୮୦ ଓ ୯୩,୭ ୫୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୧, ୧୭,୦୦୦ ଟଙ୍କା ହୋଇଛି ।
କେମିତି ଜାଣିବେ ସୁନାର ଶୁଦ୍ଧତା ଜାଣନ୍ତୁ -
ଯଦି ଆପଣ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତେବେ ଆପଣ 'BIS Care app'ରେ ଯାଞ୍ଚ କରିପାରିବେ ।
ସୁନାର ଲାଇସେନ୍ସ ନମ୍ବର, ହଲମାର୍କ କିମ୍ବା ପଞ୍ଜୀକରଣ ସଂଖ୍ୟା ଭୁଲ ଥିଲେ, ଆପଣ ସିଧାସଳଖ ସରକାରଙ୍କ ନିକଟରେ ଅଭିଯୋଗ କରିପାରିବେ । ଅଭିଯୋଗ କରିବା ପରେ ଏହି ପ୍ରସଙ୍ଗରେ କ'ଣ ପଦକ୍ଷେପ ନିଆଯାଇଛି ସେ ସମ୍ବନ୍ଧରେ ମଧ୍ୟ ସୂଚନା ପାଇପାରିବେ ।
-
ଇରାନ ରାଷ୍ଟ୍ରପତିଙ୍କ ସହ କଥା ହେଲେ ମୋଦି, କହିଦେଲେ.. -
ଯୁଦ୍ଧ ବନ୍ଦ ପାଇଁ ଆମେରିକା ଆଗରେ ଏହି ୩ ସର୍ତ୍ତ ରଖିଲା ଇରାନ -
ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବିରୋଧରେ ଥାନାରେ ଏତଲା -
ଟିଏମସି ପ୍ରତିନିଧିଙ୍କୁ ସମୟ ଦେଲେନି ରାଷ୍ଟ୍ରପତି -
ଆସନ୍ତା ଶିକ୍ଷା ବର୍ଷରୁ ତୃତୀୟରୁ ଅଷ୍ଟମ ଶ୍ରେଣୀ ପିଲାଙ୍କୁ ମିଳିବ ଶାରୀରିକ ଶିକ୍ଷା -
ଫାରୁକ୍ ଅବ୍ଦୁଲ୍ଲାଙ୍କ ବିରୋଧରେ ଜାମିନ ବିହୀନ ଗିରଫ ପରୱାନା -
ଆସନ୍ତା ୧୫ରୁ ରାଜ୍ୟରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା! -
ମିଳୁନି ସିଲିଣ୍ଡର ; ଘରେ ଲୁଚାଇ ରଖିଥିଲେ ୫୫ ଗ୍ୟାସ୍ ସିଲିଣ୍ଡର, ଜବତ କଲା ପ୍ରଶାସନ -
ଯୁଦ୍ଧ ପ୍ରଭାବ ; ମହଙ୍ଗା ହେବ ପାଣି, ବଢିଲା ଠିପି ଦର -
କ୍ରସ ଭୋଟିଂ ଭୟ: ବେଙ୍ଗାଳୁରୁ ଗଲେ କଂଗ୍ରେସ ବିଧାୟକ -
ପୁଣି ଆଫଗାନିସ୍ତାନ ଉପରେ ପାକିସ୍ତାନର ଆକ୍ରମଣ, ଅନେକ ମୃତାହତ -
ହର୍ମୁଜ ପ୍ରଣାଳୀ ବନ୍ଦ ରହିବା ଉଚିତ୍- ମୋଜତାବା












Click it and Unblock the Notifications